ଜିନପିଙ୍ଗଙ୍କ ଚାଲାକି: ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ଚାଇନା ଗସ୍ତ ପୂର୍ବରୁ ବଢ଼ିଲା ସୀମା ବିବାଦ…

ବେଜିଂ,୩୧।୧୨ : ସୀମା ବିବାଦରେ ଚାଇନା ବର୍ତ୍ତମାନ ଫିଲିପାଇନ୍ସ ବିରୋଧରେ ଏକ ଷଡ଼ଯନ୍ତ୍ର ରଚିଛି। ଏହା ଆଶ୍ଚର୍ଯ୍ୟଜନକ ଯେ ଫିଲିପାଇନ୍ସର ରାଷ୍ଟ୍ରପତି ଫର୍ଡିନାଣ୍ଡ ମାର୍କୋସ ଜୁନିୟର ବେଜିଂ ଗସ୍ତ ପାଇଁ ପ୍ରସ୍ତୁତ ହେଉଥିବା ସମୟରେ ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ଚାଲାକି କରି ସାମୁଦ୍ରିକ ସୀମା ବିବାଦକୁ ନେଇ ଉତ୍ତେଜନା ସୃଷ୍ଟି କରିଛନ୍ତି। ବର୍ତ୍ତମାନ ଫିଲିପାଇନ୍ସ ସରକାର କହିଛନ୍ତି ଯେ ରାଷ୍ଟ୍ରପତି ମାର୍କୋସ ଆସନ୍ତା ସପ୍ତାହରେ କାର୍ଯ୍ୟସୂଚୀ ଅନୁଯାୟୀ ବେଜିଂ ଗସ୍ତ କରିବେ। ସେ ନିଜ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ସୀମା ବିବାଦର ସମାଧାନ ପାଇଁ ଏକ ନୂତନ ଚ୍ୟାନେଲ ସ୍ଥାପନ କରିବାକୁ ପ୍ରସ୍ତାବ ଆଗତ କରିବେ।

ବଢୁଥିବା ଉତ୍ତେଜନା ଯୋଗୁ ଫିଲିପାଇନ୍ସ ସୈନ୍ୟ ଦକ୍ଷିଣ ଚାଇନା ସାଗରରେ ସତର୍କ ରହିଛନ୍ତି। ଚାଇନାର ଜାହାଜ ବିବାଦୀୟ ଅଞ୍ଚଳରେ ପହଞ୍ଚିବା ଏବଂ ସେଠାରେ ଲ୍ୟାଣ୍ଡଫିଲ କାମ ଆରମ୍ଭ କରିବା ସହିତ ଉତ୍ତେଜନା ଆରମ୍ଭ ହୋଇଥିଲା। ଖବର ଅନୁଯାୟୀ, ଚାଇନାର ମତ୍ସ୍ୟଜୀବୀ ଜାହାଜ ସେଠାକୁ ଯାଇଥିଲେ, ଯେଉଁଥିରେ ଚାଇନାର ସଶସ୍ତ୍ର ସୈନ୍ୟ ଉପସ୍ଥିତ ଥିଲେ। ଏହି ଜାହାଜଗୁଡ଼ିକ ସମୁଦ୍ର ମଧ୍ୟରେ ଚାରିଟି ବିବାଦୀୟ ସ୍ଥାନ ମଧ୍ୟ ପରିଦର୍ଶନ କରିଥିଲେ। ଫିଲିପାଇନ୍ସ ସୈନ୍ୟ ଗତ ସପ୍ତାହରେ ସେଠାରେ ଚାଇନା ଜାହାଜଗୁଡ଼ିକର ଆଗମନକୁ ନିଶ୍ଚିତ କରିଥିଲେ। ସେବେଠାରୁ ଦୁଇ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି।

ଦକ୍ଷିଣ ଚାଇନ ସାଗରରେ ଚାଇନା ଏବଂ ଫିଲିପାଇନ୍ସର ଦୀର୍ଘ ଦିନ ଧରି ଚାଲିଆସୁଥିବା ଆଞ୍ଚଳିକ ବିବାଦ ରହିଛି। ଖବର ଅନୁଯାୟୀ, ଚଳିତ ମାସରେ ଫିଲିପାଇନ୍ସ ନିଜର ବୋଲି ବିବେଚନା କରୁଥିବା ଅଞ୍ଚଳରେ ଚାଇନାର ଯାନ ଅନେକ ଥର ଅନୁପ୍ରବେଶ କରିଛି। ଫିଲିପାଇନ୍ସର ବୈଦେଶିକ ମନ୍ତ୍ରଣାଳୟ ଅଭିଯୋଗ କରିଛି ଯେ ଦକ୍ଷିଣ ଚାଇନା ସାଗର ସହ ଜଡିତ ପକ୍ଷଙ୍କ ଦ୍ୱାରା ଜାରି କରାଯାଇଥିବା ଆଚରଣ ଘୋଷଣାନାମାର ଚାଇନା ଖୋଲାଖୋଲି ଭାବେ ଉଲ୍ଲଂଘନ କରୁଛି। ଏହି ଘୋଷଣା ୨୦୧୬ରେ ଚାଇନ ଏବଂ ଦଶ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ଦ୍ୱାରା ସ୍ବାକ୍ଷରିତ ହୋଇଛି। ଏହାପୂର୍ବରୁ ହେଗ ଭିତ୍ତିକ ଅନ୍ତର୍ଜାତୀୟ କୋର୍ଟ କହିଛନ୍ତି ଯେ ଦକ୍ଷିଣ ଚାଇନା ସାଗରର ଅଧିକାଂଶ ଭାଗରେ ଐତିହାସିକ ଅଧିକାର ପାଇଁ ଚାଇନା ଦାବିର କୌଣସି ଆଇନଗତ ଆଧାର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?