Posted inଜାତୀୟ

ଗଣିବେ ହଜାରେ କୋଟି

ନୂଆଦିଲ୍ଲୀ,୩୧।୧୨: ଟିକସ ଫାଙ୍କି ଥିବାରୁ ମୋବାଇଲ ନିର୍ମାତା ସାଓମି ଏବଂ ଓପ୍ପୋକୁ ୧୦୦୦ କୋଟି ଟଙ୍କାର ଫାଇନ ଦେବାକୁ ପଡ଼ିପାରେ। ଏ ନେଇ ସୂଚନା ଦେଇଛନ୍ତି ଜଣେ ବରିଷ୍ଠ ଆୟକାର ଅଧିକାରୀ। ଗତ ସପ୍ତାହରେ ଦୁଇ ଚାଇନିଜ ମୋବାଇଲ କମ୍ପାନୀର ବିଭିନ୍ନ ଫାକ୍ଟ୍ରିରେ ଚଢ଼ାଉ କରିଥିଲା ଆୟକର ବିଭାଗ। ଏଥିରୁ ଟିକସ ବହିର୍ଭୁତ ୧୪୦୦ କୋଟି ଟଙ୍କାର ସମ୍ପତ୍ତି ମିଳିଥିଲା ବୋଲି ସେ କହିଛନ୍ତି।

ଗତ ଡିସେମ୍ବର ୨୧ ତାରିଖରେ ଦିଲ୍ଲୀ ସମେତ ୧୧ ରାଜ୍ୟ (କର୍ନାଟକ, ତାମିଲନାଡୁ, ଆସାମ, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, ବିହାର ଓ ରାଜସ୍ଥାନ)ରେ ଏକକାଳିନ ଚଢ଼ାଇ କରିଥିଲେ ଆଇଟି ଅଧିକାରୀ।

ଚଢ଼ାଉରୁ ଦୁଇ ମୋବାଇଲ ନିର୍ମାତା ବିଦେଶୀରେ ଥିବା ସେମାନଙ୍କ ଗ୍ରୁପ୍‌ କମ୍ପାନୀ ପାଇଁ ଟିକସ ଫାଙ୍କି ଥିବା ଜଣାପଡ଼ିଥିଲା ବୋଲି ଟିକସ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri