Posted inଖେଳ

ଶାମୀଙ୍କୁ ଗାଳି ଦେଲେ ହାର୍ଦ୍ଦିକ; ଭିଡିଓ ଭାଇରାଲ ପରେ…

ମୁମ୍ବାଇ,୧୨।୪: ଗୁଜରାଟ ଟାଇଟନ୍ସ ଆଇପିଏଲ୍‌ ୨୦୨୨ରେ ପ୍ରଥମ ପରାଜୟର ସମ୍ମୁଖୀନ ହୋଇଛି । ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏକତରଫା ଭାବେ ମ୍ୟାଚ୍‌କୁ ୮ ଉଇକେଟରେ ଜିତି ନେଇଥିଲା। ତେବେ ହାଇଦ୍ରାବାଦର ବ୍ୟାଟିଂ ସମୟରେ ହାର୍ଦ୍ଦିକ ଖରାପ ଫିଲ୍ଡିଂ ପାଇଁ ମହମ୍ମଦ ଶାମୀଙ୍କ ଉପରେ ଖପ୍ପା ହୋଇଥିଲେ। ଏହାର ଏକ ଭିଡିଓ ଏବେ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓକୁ ଦେଖି କ୍ରିକେଟ ପ୍ରଶଂସକ ହାର୍ଦ୍ଦିକଙ୍କୁ ସମାଲୋଚନା କରୁଛନ୍ତି। କିଛି ନିଜ ଖେଳାଳିମାନଙ୍କୁ ଏଭଳି ଗାଳି ଦେବା ଠିକ୍‌ ନୁହେଁ ବୋଲି କହୁଥିବା ବେଳେ କିଛି ହାର୍ଦ୍ଦିକ ଭେଟରାନ କ୍ରିକେଟର ନୁହନ୍ତି, ଗୋଟିଏ ଭୁଲ ଯୋଗୁ ସେ ଗୁଜରାଟର ଅଧିନାୟକ ହୋଇଛନ୍ତି। ଏଣୁ ନିଜଠାରୁ ବଡ଼ ତଥା ଦଳର ବରିଷ୍ଠ ଖେଳାଳିଙ୍କୁ ସମ୍ମାନ ଦିଅନ୍ତୁ ବୋଲି କହୁଥିବା ଦେଖାଯାଇଚି।

କହିରଖୁଛୁ, ମ୍ୟାଚ୍‌ରେ ଗୁଜରାଟ ଟିମ୍‌ ପ୍ରଥମେ ବ୍ୟାଟିଂ କରି ୧୬୨ ରନ୍‌ ସ୍କୋର କରିଥିଲେ। ହେଲେ ହାଇଦ୍ରାବାଦ ବହୁତ ସହଜରେ ଏହି ବିଜୟ ଲକ୍ଷ୍ୟକୁ ହାସଲ କରିନେଇଥିଲା। ପୂର୍ବରୁ ଗୁଜରାଟ ଲଗାତାର ତିନି ମ୍ୟାଚ୍‌ ଜିତିଥିବା ଯୋଗୁ ଏହା ଦଳର ପ୍ରଥମ ପରାଜୟ ହୋଇଛି।

C…. @hardikpandya7 U R Only By Mistakely Making GT Captain,Not A Legend Player,Please Respect Senior AND Legend Player @MdShami11 pic.twitter.com/r2XGNFqIq8

— Vicky More(Srk Fan) (@srk_fan_vicky) April 11, 2022


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?