Posted inଜାତୀୟ

ବନ୍ଦ ହେଲା ୟାହୁର ନ୍ୟୁଜ ୱେବସାଇଟ୍‌

ନୂଆଦିଲ୍ଲୀ,୨୬।୮: ଭାରତରେ ୟାହୁ ତା’ର ନ୍ୟୁଜ ୱେବସାଇଟ୍‌ ଗୁରୁବାର ବନ୍ଦ କରିଦେଇଛି। ଏଗୁଡ଼ିକ ମଧ୍ୟରେ ୟାହୁ ନ୍ୟୁଜ, ୟାହୁ କ୍ରିକେଟ ଫାଇନାନ୍ସ, ଏଣ୍ଟରଟେନମେଣ୍ଟ ଓ ମେକର୍ସ ଇଣ୍ଡିଆ ରହିଛି । କିନ୍ତୁ ୟାହୁ ଇ-ମେଲ ଓ ସର୍ଚ୍ଚ ସେବା ପୂର୍ବ ଭଳି ଜାରି ରହିବ ବୋଲି ୟାହୁ ୱେବସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ବିଦେଶୀ କମ୍ପାନୀଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଯୋଗୁଁ ବାଧ୍ୟ ହୋଇ ଏଭଳି ନିଷ୍ପତ୍ତି ନେଇଥିବା ନୋଟିସରେ ଦର୍ଶାଇଛି ୟାହୁ । ଏହି ଅବସରରେ ୨ ଦଶନ୍ଧି ଧରି ଭାରତର ୟୁଜର୍ସଙ୍କ ସହଯୋଗ ନେଇ ଧନ୍ୟବାଦ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ଦେଶର ପରମାଣୁ ସୁରକ୍ଷା ବିପଦରେ, କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ରର ଡାଟା ଲିକ୍‌

ଚେନ୍ନାଇ,୧୫ା୭: ତାମିଲନାଡୁରେ ଅବସ୍ଥିତ ଦେଶର ସର୍ବବୃହତ କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ର ସହିତ ଜଡ଼ିତ ସମ୍ବେଦନଶୀଳ ଡାଟା ଲିକ୍‌ ହୋଇଛି। ଓ୍ବାଲର୍‌ଡ ଲିକ୍ସ ନାମରେ ଜଣାଶୁଣା ଦୁଇଟି ହ୍ୟାକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri