ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ ଆଦିତ୍ୟ ଧର ଏହି ଖୁସି ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଉଭୟ ଏକ ପୋଷ୍ଟ ଶେୟାର କରି ପୁଅର ଜନ୍ମ ବିଷୟରେ ସୂଚନା ଦେଇଛନ୍ତି। ଏହା ସହିତ ସେ ତାଙ୍କ ପୁଅର ନାମ ମଧ୍ୟ ପ୍ରକାଶ କରିଛନ୍ତି।
ଏହି ଦମ୍ପତି ପୋଷ୍ଟ କରି ଡାକ୍ତର ଏବଂ ଗଣମାଧ୍ୟମକୁ କୃତଜ୍ଞତା ଜଣାଇଛନ୍ତି। ସେମାନେ ନିଜ ପୁଅର ନାମ ବେଦବିଦ୍‌ (VEDAVID) ରଖିଛନ୍ତି। ତାଙ୍କ ପୁଅ ଅକ୍ଷୟ ତୃତୀୟାରେ ଜନ୍ମଗ୍ରହଣ କରିଥିଲେ। ବେଦବିଦ୍‌ ନାମର ଅର୍ଥ ହେଉଛି,ଯାହାର ବେଦ ବିଷୟରେ ଜ୍ଞାନ ଅଛି ।
ୟାମି ଏବଂ ଆଦିତ୍ୟ ଉରି: ଦି ସର୍ଜିକାଲ ଷ୍ଟ୍ରାଇକ ଫିଲ୍ମରେ ଏକାଠି କାମ କରିଥିଲେ। ୟାମି ଜଣେ ଅଭିନେତ୍ରୀ ଏବଂ ଆଦିତ୍ୟ ନିର୍ଦ୍ଦେଶକ। ସେମାନେ ୪ ଜୁନ ୨୦୨୧ରେ ବିବାହ କରିଥିଲେ।

 

View this post on Instagram

 

A post shared by Aditya Dhar (@adityadharfilms)


Enter your email to get our daily news in your inbox.

All Right Reserved By Dharitri.Com

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri