୧୭ରେ ରିଲିଜ୍‌ ହେବ ୟାମିଙ୍କ ଫିଲ୍ମ ‘ଏ ଥର୍ସଡେ’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ଲୁକ୍‌ ଏବଂ ଅଭିନୟକୁ ନେଇ ଚର୍ଚ୍ଚାରେ ରୁହନ୍ତି। ସୋସିଆଲ ମିଡିଆରେ ମଧ୍ୟ ବେଶ୍‌ ଆକ୍ଟିଭ୍‌ ସେ। ନିକଟରେ ତାଙ୍କର ଅଗାମୀ ଫିଲ୍ମ ‘ଏ ଥର୍ସଡେ’ ଫେବୃଆରୀ ୧୭ ରେ ଡିସ୍ନି + ହଟଷ୍ଟାରରେ ମୁକ୍ତିଲାଭ କରିବାକୁ ଯାଉଛି। ତେବେ ଫିଲ୍ମର ନିର୍ମାତା ଗୁରୁବାର ଏହାର ଟ୍ରେଲର ରିଲିଜ୍‌ କରିଛନ୍ତି। ଏଥିରେ ୟାମି ନୈନା ଜୈସଓ୍ବାଲ୍‌ ନାମକ ଜଣେ ସ୍କୁଲ ଶିକ୍ଷକଙ୍କ ଭୂମିକାରେ ନଜର ଆସିଛନ୍ତି। ବେହଜାଦ ଖମ୍ବଟା ଏହି ଫିଲ୍ମକୁ ନିର୍ଦ୍ଦେଶନା ଦେଇଛନ୍ତି। ୟାମିଙ୍କ ବ୍ୟତିିତ ନେହା ଧୂପିଆ, ଅତୁଲ କୁଲକର୍ଣ୍ଣି ଏବଂ ଡିମ୍ପଲ କାପାଡିଆ ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେବି ରୁମ୍‌ର ପ୍ରଥମ ଫଟୋ ଶେୟାର କଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ସ୍ବାମୀ ନିକ୍‌ ଜୋନାସ୍‌ ଆଜିକାଲି ମାତାପିତା ହେବାର ସୌଭାଗ୍ୟକୁ ବେଶ୍‌ ଉପଭୋଗ କରୁଛନ୍ତି। ନିକଟରେ ସରୋଗେସି ମାଧ୍ୟମରେ...

ଝିଅକୁ ଛାତିରେ ଜାବୁଡି ଧରିଲେ ଅନୁଷ୍କା: ରାଗିଗଲେ ପ୍ରଶଂସକ

କିଛି ସେଲିବ୍ରିଟି ନିଜର ବ୍ୟକ୍ତିଗତ ଜୀବନକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ନାହିଁ। ଏହିପରି ଜଣେ ଦମ୍ପତି ହେଉଛନ୍ତି ଭାରତୀୟ କ୍ରିକେଟ ଦଳର...

ଫିଲ୍ମ ‘ବ୍ରହ୍ମାସ୍ତ୍ର’କୁ ନେଇ ଏଭଳି କହିଲେ ନାଗାର୍ଜୁନ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବହୁ ଅଭିନୀତ ଫିଲ୍ମ‘ବ୍ରହ୍ମାସ୍ତ୍ର’କୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମ ଏ...

ଅଭିନେତ୍ରୀଙ୍କୁ ୩ ବର୍ଷ ଜେଲ୍‌: ମହିଳାଙ୍କୁ ଏହି କାମ ପାଇଁ ପକାଉଥିଲେ ଚାପ

ଆମେରିକାର ପ୍ରସିଦ୍ଧ ଅଭିନେତ୍ରୀ ଆଲିସନ ମ୍ୟାକଙ୍କୁ ତିନି ବର୍ଷ ଜେଲ୍‌ ହୋଇଛି। ଝିଅମାନଙ୍କୁ ଜବରଦସ୍ତ ଯୌନ ସମ୍ପର୍କ ରଖିବାକୁ ଚାପ ପକାଉଥିବା ଆଲିସାନଙ୍କ ନାଁରେ ଅଭିଯୋଗ...

ଏହି ଘଟଣା ପରେ ରେଖା-ଅମିତାଭଙ୍କ ମଧ୍ୟରେ ସମ୍ପର୍କ ହୋଇଥିଲା ନିବିଡ

ବଲିଉଡ୍‌ର ଏଭରଗ୍ରୀନ୍‌ ଅଭିନେତ୍ରୀ ହେଉଛନ୍ତି ରେଖା। ନିଜର ସୌନ୍ଦର୍ଯ୍ୟ ଏବଂ ଅଭିନୟ ଦ୍ୱାରା ସେ ପ୍ରଶଂସକଙ୍କ ହୃଦୟ ଜିତିପାରିଛନ୍ତି । ତାଙ୍କର ସୌନ୍ଦର୍ଯ୍ୟ ଆଗରେ ଆଜିବି...

ସୁଇମିଂକୁ ଡରନ୍ତି ତାପସୀ!

ମୁମ୍ବାଇ: ବଲିଉଡ୍‌ର ଚୁଲବୁଲି ନାୟିକା ତାପସୀ ପନ୍ନୁ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ନିକଟରେ ସେ ତାଙ୍କର ଏକ ଫଟୋ ଶେୟାର କରି ବିଗତ ଦିନର...

ବଲିଉଡ୍‌ର ଏସବୁ ଅଭିନେତ୍ରୀ ପହଞ୍ଚିଥିଲେ ସଫଳତାର ଶୀର୍ଷରେ, ବିବାହ ପରେ ଦୂରେଇ ଗଲେ ଇଣ୍ଡଷ୍ଟ୍ରିରୁ

ବଲିଉଡ୍‌ରେ ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ନିଜ କ୍ୟାରିୟରର ଶିର୍ଷରେ ପହଞ୍ଚିବା ପରେ ବିବାହ କରିଥିଲେ। ପରେ ଇଣ୍ଡଷ୍ଟ୍ରିରୁ ଦୂରେଇ ଯାଇଥିଲେ। ଅନେକ ବର୍ଷ ପରେ...

ଭଉଣୀ ଖୁସିଙ୍କ ସହ ତିରୁମାଳା ବାଲାଜୀ ମନ୍ଦିର ପରିଦର୍ଶନ କଲେ ଜାନଭୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜାନଭୀ କପୁର ନିଜର ଅଭିନୟ ସହିତ ଖୁବ୍‌ କମ ସମୟ ମଧ୍ୟରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି ଅଭିନେତ୍ରୀ...

Advertisement
Archives

Model This Week