ରାଜରାସ୍ତାରେ ଯମରାଜ-ଚିତ୍ରଗୁପ୍ତ ଯୋଡ଼ି: ଭିଡ଼ିଓ ଭାଇରାଲ

ରାୟପୁର, ୧୮।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଛତିଶଗଡ଼ରେ ଯମରାଜ ଏବଂ ଚିତ୍ରଗୁପ୍ତଙ୍କ ଯୋଡ଼ି ରାଜରାସ୍ତାରେ ବୁଲିବୁଲି ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସଚେତନ କରାଇବା ଆରମ୍ଭ କରିଛନ୍ତି। ସାମାଜିକ ଦୂରତା ଅବଲମ୍ବନ, ମାସ୍କ୍‌ ପିନ୍ଧିବା ଏବଂ ନିୟମିତ ବ୍ୟବଧାନରେ ହାତ ଧୋଇବା ଆଦି ନେଇ ସେମାନେ ସଚେତନ କରାଉଛନ୍ତି। ଏହା ସହିତ ସେମାନେ ଟ୍ରାଫିକ୍‌ ନିୟମ ପାଳନ କରିବାକୁ ମଧ୍ୟ ଲୋକଙ୍କୁ ଅନୁରୋଧ କରୁଛନ୍ତି। ଏହାର ୧ ମିନିଟ୍‌ ୧୭ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଅମାନିଆଙ୍କ ନାମ ପଚାରି ଚିତ୍ରଗୁପ୍ତ ପାଞ୍ଜି ଦେଖୁଥିବାର ଦୃଶ୍ୟ ରହିଛି। ଏହି ଭିଡ଼ିଓ ଉପରେ ବିଭିନ୍ନ ୟୁଜର ଭିନ୍ନ ଭିନ୍ନ ରୋଚକ ମନ୍ତବ୍ୟ ଦେବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ମାସରେ କମାଇଲେ ୧୧୩ କେ.ଜି. ଓଜନ

ୱାଶିଂଟନ: ୟୁଟ୍ୟୁବର ନିକୋକାଡୋ ଆଭୋକାଡୋ ମାତ୍ର ୭ ମାସ ମଧ୍ୟରେ ନିଜର ୧୧୩ କିଲୋଗ୍ରାମ ଓଜନ ହ୍ରାସ କରି ସମସ୍ତଙ୍କୁ ଚକିତ କରିଛନ୍ତି। ସେ ତାଙ୍କର...

ଗୁମ୍ଫା ଭିତରେ ରହସ୍ୟମୟ ସେତୁ

ମାଡ୍ରିଡ୍‌: ସ୍ପେନ୍‌ର ମାଲୋର୍କା ଦ୍ୱୀପରେ ଥିବା ଜେନୋଭେସା ଗୁମ୍ଫାର ଗଭୀରରେ ପୋତି ହୋଇ ରହିଥିବା ଏକ ପ୍ରାଚୀନ ସେତୁକୁ ନେଇ ଜର୍ନାଲ କମ୍ୟୁନିକେଶନ ଆର୍ଥ୍‌ ଆଣ୍ଡ୍‌ ଏନ୍‌ଭାଇରନ୍‌ମେଣ୍ଟ...

ସ୍ତ୍ରୀଙ୍କ ପାଖରେ ଥିଲେ ଏହି ୪ ଗୁଣ, ଭାଗ୍ୟବାନ ହେବେ ସ୍ବାମୀ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ମାଧ୍ୟମରେ ଚନ୍ଦ୍ରଗୁପ୍ତଙ୍କୁ ଅଖଣ୍ଡ ଭାରତର ସମ୍ରାଟ କରିଥିଲେ। ଯଦି ଜଣେ ବ୍ୟକ୍ତି ତାଙ୍କର ନୀତିକୁ ଅନୁସରଣ କରନ୍ତି ତେବେ ସେ...

ଲଣ୍ଡନରୁ ଭିଡିଓ ପଠାଇ ଛାଡ଼ପତ୍ର ଦେଲେ ଏନଆର୍‌ଆଇ ସ୍ବାମୀ, ଜାଣନ୍ତୁ କେମିତି…

ବର୍ତ୍ତମାନ ବିବାହ ଏବଂ ବିଚ୍ଛେଦ ଏକ ସଧାରଣ କଥା। ସ୍ତ୍ରୀ ସ୍ବାମୀଙ୍କ ମଧ୍ୟରେ ମନାନ୍ତର ମତାନ୍ତର ହେଲେ ସୋମାନେ କୋର୍ଟ ଯାଇ ଛାଡପତ୍ର  ନେଉଛନ୍ତି।  ମାତ୍ର...

ସବୁଠୁ ଛୋଟ ଭାକ୍ୟୁମ କ୍ଲିନର

ପାଟନା: ଏନ୍‌ଆଇଟି ପାଟନାର ୨୦୨୪ ବ୍ୟାଚ୍‌ ଛାତ୍ର ତପଲା ନାଦ୍‌ମୁନି ଏକ ବଲ୍‌ପଏଣ୍ଟ କଲମର କିଛି ଅଂଶକୁ ବ୍ୟବହାର କରି ବିଶ୍ବର ସବୁଠାରୁ ଛୋଟ ଭାକ୍ୟୁମ କ୍ଲିନର...

୬.୭୪ ଫୁଟ ଉଚ୍ଚ ଆଇଫୋନ୍‌

ଲଣ୍ଡନ: ବିଶ୍ୱର ସବୁଠାରୁ ପସନ୍ଦ କରାଯାଉଥିବା ଫୋନ୍‌ ମଧ୍ୟରୁ ଆଇଫୋନ୍‌ ଅନ୍ୟତମ। ଆଇଫୋନ୍‌ କିଣିବା ପାଇଁ ଲୋକମାନେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିବାକୁ ମଧ୍ୟ ପଛାଇ ନ...

ଏତେ ବଡ଼ ସୋଫା, ଦେଖିଲେ..

ସୋଫା ତ ପ୍ରାୟ ସମସ୍ତଙ୍କ ଘରେ ଥାଏ। ହେଲେ ଏମିତି ସୋଫା କେହି କେବେ ଦେଖି ନ ଥିବେ। କାରଣ ଏ ସୋଫା ଏତେ ବଡ଼...

ପ୍ରାଣୀଙ୍କ ପ୍ରେମରେ ଶରୀରକୁ ବି ପ୍ରାଣୀଙ୍କ ଭଳି ….

ସୁପର୍‌ ମ୍ୟାନ, ସ୍ପାଇଡର ମ୍ୟାନ, ବ୍ୟାଟ ମ୍ୟାନ୍‌ ଆଦି କାଳ୍ପନିକ ଚରିତ୍ରମାନଙ୍କ ସମ୍ପର୍କରେ ତ ପ୍ରାୟ ସମସ୍ତେ ଜାଣନ୍ତି। ହେଲେ ପ୍ୟାରୋଟ୍‌ ମ୍ୟାନ, ଲିଜାର୍ଡ ମ୍ୟାନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri