ରାଜରାସ୍ତାରେ ଯମରାଜ-ଚିତ୍ରଗୁପ୍ତ ଯୋଡ଼ି: ଭିଡ଼ିଓ ଭାଇରାଲ

ରାୟପୁର, ୧୮।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଛତିଶଗଡ଼ରେ ଯମରାଜ ଏବଂ ଚିତ୍ରଗୁପ୍ତଙ୍କ ଯୋଡ଼ି ରାଜରାସ୍ତାରେ ବୁଲିବୁଲି ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସଚେତନ କରାଇବା ଆରମ୍ଭ କରିଛନ୍ତି। ସାମାଜିକ ଦୂରତା ଅବଲମ୍ବନ, ମାସ୍କ୍‌ ପିନ୍ଧିବା ଏବଂ ନିୟମିତ ବ୍ୟବଧାନରେ ହାତ ଧୋଇବା ଆଦି ନେଇ ସେମାନେ ସଚେତନ କରାଉଛନ୍ତି। ଏହା ସହିତ ସେମାନେ ଟ୍ରାଫିକ୍‌ ନିୟମ ପାଳନ କରିବାକୁ ମଧ୍ୟ ଲୋକଙ୍କୁ ଅନୁରୋଧ କରୁଛନ୍ତି। ଏହାର ୧ ମିନିଟ୍‌ ୧୭ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଅମାନିଆଙ୍କ ନାମ ପଚାରି ଚିତ୍ରଗୁପ୍ତ ପାଞ୍ଜି ଦେଖୁଥିବାର ଦୃଶ୍ୟ ରହିଛି। ଏହି ଭିଡ଼ିଓ ଉପରେ ବିଭିନ୍ନ ୟୁଜର ଭିନ୍ନ ଭିନ୍ନ ରୋଚକ ମନ୍ତବ୍ୟ ଦେବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ନାସା କେମିତି କରିଥାଏ ଅନ୍ତରୀକ୍ଷ ଯାନର ନାମକରଣ

କଲମ୍ବିଆ : ନାସା ମହାକାଶକୁ ବିଭିନ୍ନ ନାମରେ ଅନ୍ତରୀକ୍ଷ ଯାନ ପ୍ରେରିତ କରିଥାଏ। ତେବେ ଏହି ଯାନଗୁଡ଼ିକର କିପରି ନାମକରଣ ହୋଇଥାଏ ହୁଏତ ଅଧିକାଂଶ ଲୋକ...

ସ୍ତ୍ରୀଙ୍କୁ ମନାଇବା ପାଇଁ ଛାତିରେ ଟାଟୁ ଆଙ୍କିଲେ ସ୍ବାମୀ, ଲେଖିଲେ ଏମିତି କିଛି କଥା

ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ମନାଇବା ପାଇଁ ନିଜ ଶରୀରରେ ଟାଟୁ ଆଙ୍କି ସେଥିରେ ଏମିତି କିଛି ଲେଖିଛନ୍ତି, ଯାହା ଜାଣି ଆପଣ ବି କହିବେ ସ୍ବାମୀଙ୍କୁ...

ଓଡ଼ିଶାର ଗୌରବମୟ ଐତିହ୍ୟକୁ ବିକୃତ କରିବାର ଉପକ୍ରମ

ଗତ ଆଲୋଚନାରେ ଆମେ ଟଲେମୀଙ୍କ ଭୂଗୋଳରେ ଥିବା କୋନ୍ନାଗର ଶବ୍ଦକୁ ମିଶାଇ କୋଣାର୍କର ବାରଟି ନାମର ତାଲିକା ପ୍ରସ୍ତୁତ କରିଥିଲୁ। ସେଥିରେ ହୁଏନ୍‌ସାଂଙ୍କ ‘ଚେଳିତୋଳ’ ଶବ୍ଦକୁ...

ଭିନ୍ନ ଷ୍ଟାଇଲ୍‌ରେ ବାଳକର କେଶ କାଟିଲେ ‘ଦ ଗ୍ରେଟ୍‌ ଖଲି’, ଭିଡିଓ ଭାଇରାଲ ପରେ…

ଡବ୍ଲ୍ୟୁଡବ୍ଲ୍ୟୁଇରେ ଯେତେବେଳେ ଭାରତୀୟ ରେସଲରଙ୍କ କଥା ଆଲୋଚନା ହୁଏ ସେତେବେଳେ ନିଶ୍ଚିତ ଗ୍ରେଟ୍‌ ଖଲିଙ୍କ ନାଁ ଆଗକୁ ଆସେ। ତାଙ୍କର ଅସଲ ନାଁ ଦିଲୀପ ସିଂ...

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା: ଜଣେ କର୍ମଚାରୀ ପଜିଟିଭ୍‌

ନୂଆଦିଲ୍ଲୀ,୨୨।୪: କରୋନା ବିରୋଧରେ ଭାରତରେ ଲଢ଼େଇ ଜାରି ରହିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ ଜଣେ କର୍ମଚାରୀଙ୍କ ନମୁନା ପରୀକ୍ଷାରେ ସେ କରୋନା ପଜିଟିଭ୍‌ ଥିବା...

ମୋଦିଙ୍କୁ ଛାଡ଼ିଛନ୍ତି ମୁସଲମାନ

ନୂଆଦିଲ୍ଲୀ,୨୨ା୫: ଦେଶର ସମସ୍ତ ସରକାରୀ ସଂସ୍ଥା ଉପରେ ଭାରତୀୟ ମୁସଲମାନମାନଙ୍କ ଅଗାଧ ବିଶ୍ୱାସ ରହିଛି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କ ଉପରେ...

ଭୁବନେଶ୍ୱରରେ ହୋମ୍‌ ଡେଲିଭରି କରିବେ ୨୮ ଷ୍ଟୋର୍‌

ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଭୁବନେଶ୍ୱରର ଲୋକଙ୍କ ଘରେ ପହଞ୍ଚତ୍ବ ଅତ୍ୟାବଶ୍ୟକ ସାମଗ୍ରୀ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ବ୍ୟବସ୍ଥ ହୋଇଥିବାବେଳେ ରିଲାଏନ୍ସ ଫ୍ରେଶ, ବିଗ୍‌ ବଜାର, ବିଶାଲ...

ମାଗଣା କରୋନା ଟେଷ୍ଟ କରିବାକୁ ନେଇ ଆସୁଛି କି ମେସେଜ୍‌.. ହୋଇଯାଆନ୍ତୁ ସାବଧାନ..

ନୂଆଦିଲ୍ଲୀ,୪।୮: ମହାମାରୀ କରୋନା ସଙ୍କଟ ସମୟରେ ବ୍ୟାଙ୍କ ଠକେଇର ମାମଲା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସମୟରେ ଠକମାନେ ଏକ ନୂଆ ଉପାୟ...

Advertisement
Archives

Model This Week