ଆଜି ବି ବସ୍‌ ଚଲାଉଛନ୍ତି ଏହି ପ୍ରସିଦ୍ଧ କଳାକାରଙ୍କ ବାପା: କୁହନ୍ତି ଏପରି

ପରଦାରେ କେଜିଏଫ୍‌ ରିଲିଜ ହେବାପରେ ଫିଲ୍ମର କାହାଣୀ ଏବଂ ଆକ୍ସନ ଲୋକମାନଙ୍କ ମଧ୍ୟରେ ଏକ ଉତ୍ସାହ ସୃଷ୍ଟି କରିଥିଲା। ବିଶେଷଭାବେ ଲୋକଙ୍କ ଧ୍ୟାନ ଏହି ଚଳଚ୍ଚିତ୍ରର ହିରୋଙ୍କ ଉପରେ ଥିଲା। ଏହି ନାୟକଜଣଙ୍କ ହେଉଛନ୍ତି ରକ୍‌ ଷ୍ଟାର୍‌ ୟଶ ଜେ। ଆଜି ତାଙ୍କର ୩୫ ତମ ଜନ୍ମଦିନ ଅବସରରେ ତାଙ୍କ ବ୍ୟକ୍ତିଗତ ଜୀବନ ସହିତ ଜଡ଼ିତ କିଛି କଥା ଜାଣନ୍ତୁ…
ୟଶଙ୍କର ପ୍ରକୃତ ନାମ ହେଉଛି ନବୀନ କୁମାର ଗୌଡ଼ା। ତାଙ୍କୁ କେବଳ ସାଉଥ ଇଣ୍ଡଷ୍ଟ୍ରିରେ ଲୋକ ଭଲ ପାଆନ୍ତି ନାହିଁ ବରଂ ସମଗ୍ର ଦେଶର ପ୍ରଶଂସକ ତାଙ୍କ ପାଇଁ ପାଗଳ ପ୍ରାୟ।

ୟଶ କର୍ଣ୍ଣାଟକର ହସନ ଜିଲାରେ ଜନ୍ମଗ୍ରହଣ କରିଥିଲେ। ତେବେ ବହୁତ କମ ଲୋକ ଜାଣନ୍ତି ଯେ ୟଶ ଏକ ମଧ୍ୟବିତ୍ତ ପରିବାରର ଅଟନ୍ତି। ୟଶଙ୍କ ପିତା ଅରୁଣ କୁମାର ଜେ କେଏସ୍‌ଆରଟିସି ପରିବହନ ସେବାରେ କାମ କରୁଥିଲେ। ପରେ ସେ ବିଏମ୍‌ଟିସି ଟ୍ରାନ୍ସପୋର୍ଟରେ ଡ୍ରାଇଭର ଭାବରେ କାମ କରିବା ଆରମ୍ଭ କରିଥିଲେ। ଆଜି ମଧ୍ୟ ଯଶଙ୍କ ବାପା ବସ ଚଳାଉଛନ୍ତି। ସେ ବିଶ୍ୱାସ କରନ୍ତି ଯେ, ଏହି କାର୍ଯ୍ୟ ହେତୁ ସେ ୟଶଙ୍କୁ ଏତେ ବଡ କରିପାରିଲେ ତେଣୁ ସେ ଏହି କାର୍ଯ୍ୟ ଛାଡିବେ ନାହିଁ ।

ୟଶଙ୍କ ପିଲାଦିନ ଦିନ ମୈସୁରରେ ଅତିବାହିତ ହୋଇଥିଲା। ଯେଉଁଠାରେ ସେ ମହାଜନ ଉଚ୍ଚ ବିଦ୍ୟାଳୟରେ ପାଠ ପଢ଼ୁଥିଲେ। ଅଧ୍ୟୟନର କିଛି ସମୟ ପରେ ସେ ବିନାକା ଡ୍ରାମାରେ ଯୋଗ ଦେଇଥିଲେ। ଏହା ପରେ ସେ ପ୍ରସିଦ୍ଧ ଡ୍ରାମିଷ୍ଟ ବି.ଭି କର୍ଣ୍ଣାଥଙ୍କ ଦ୍ୱାରା ର୍ନିମିତ ବେନାକା ଡ୍ରାମାର ଗୋଷ୍ଠୀରେ ଭାଗ ନେଇଥିଲେ । ସେ ନନ୍ଦା ଗୋକୁଲା ନାମକ ଏକ କନ୍ନଡ ଟିଭି ସିରିଏଲରୁ ନିଜ କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏହା ପରେ ସେ ଅନେକ ଟିଭି ଶୋ’ରେ ଅଭିନୟ କରବା ସହ ଏବେ ବଡ ପରଦାର ନାମୀ ଅଭିନେତା ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?