Posted inଖେଳ

ଦ୍ୱିତୀୟ ଟେଷ୍ଟରେ ଦମ୍‌ଦାର ଶତକ ହାସଲ କଲେ ଯଶସ୍ବୀ

ବିଶାଖାପାଟନମ୍‌,୨।୨: ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଶୁକ୍ରବାରଠାରୁ ବିଶାଖାପାଟନମ୍‌ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଭାରତର ବ୍ୟାଟିଂ ଜାରି ରହିଛି। ଏହି ସମୟରେ ଯଶସ୍ବୀ ଜସଓ୍ବାଲ ଟିମ ଇଣ୍ଡିଆ ପାଇଁ ଚମତ୍କାର ପ୍ରଦର୍ଶନ କରିଛନ୍ତି ଏବଂ ତାଙ୍କ ଟେଷ୍ଟ କ୍ୟାରିୟରର ଦ୍ୱିତୀୟ ଶତକ ପୂରଣ କରିଛନ୍ତି। ଏହି ଖବର ଲେଖିବା ପର୍ଯ୍ୟନ୍ତ ଭାରତୀୟ ଦଳ ତିନୋଟି ଉଇକେଟ୍‌ ହରାଇଛି।

ରୋହିତ ଶର୍ମା ଏବଂ ଯଶସ୍ବୀ ଓପନିଙ୍ଗ୍‌ କରିଥିଲେ। ରୋହିତ ୧୪ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ। କିନ୍ତୁ ଯଶାସଭି ତାଙ୍କର ପଦର୍ଶନ ଜାରି ରଖିଛନ୍ତି। ଖବର ଲେଖିବା ପର୍ଯ୍ୟନ୍ତ ସେ ୧୫୮ ବଲ୍‌ରେ ୧୧ ଚୌକା, ୩ ଛକା ବଳରେ ୧୦୪ ରନ ସ୍କୋର କରିଛନ୍ତି। ଯଶସ୍ବୀଙ୍କ ଚମତ୍କାର ଇନିଂସ ଯୋଗୁ ଭାରତ ୫୧ ଓଭରରେ ୧୮୦ ରନ ସଂଗ୍ରହ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri