Advertisement

ରେକର୍ଡ ଭାଙ୍ଗିଲା ‘ଯଶୋଦା’

ମୁମ୍ବାଇ: ବିଗ୍‌ ବି’ଙ୍କ ଫିଲ୍ମ ‘ଉଞ୍ଚାଇ’ ସହ ହଲ୍‌ରେ ଆଉ ତିନୋଟି ଫିଲ୍ମ ରିଲିଜ ହୋଇଛି। ହଲିଉଡ୍‌ ଫିଲ୍ମ ‘ବ୍ଲାକ୍‌ ପାନ୍ଥର୍‌-୨’ ଏବଂ ସାଉଥ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁଙ୍କ ‘ଯଶୋଦା’ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ଏହି ତିନୋଟି ଫିଲ୍ମ ବକ୍ସ ଅଫିସରେ ବହୁତ ଭଲ ପ୍ରଦର୍ଶନ କରୁଛି। ବିଶେଷକରି ‘ଯଶୋଦା’କୁ ନେଇ ବେଶ୍‌ ଚର୍ଚ୍ଚା।

ସାମନ୍ଥାଙ୍କ ଫିଲ୍ମ ‘ଯଶୋଦା’ ଦୁଇଦିନରେ ଭଲ ରୋଜଗାର କରିଛି। ଫିଲ୍ମଟି ୩୦ରୁ ୨୫ କୋଟି ବ୍ୟୟରେ ନିର୍ମିତ ହୋଇଥିବା ବେଳେ ପ୍ରଥମ ଦିନରେ ୩.୦୬ କୋଟି ଆୟ କରିଥିଲା। ସେହିପରି ଶନିବାର ଅର୍ଥାତ୍‌ ୨ୟ ଦିନରେ ୪ କୋଟି ବ୍ୟବସାୟ କରିଛି। ବର୍ତ୍ତମାନ ଦୁଇଦିନରେ ଫିଲ୍ମର ଆୟ ୭.୬ କୋଟିରେ ପହଞ୍ଚିଛି। ଫିଲ୍ମଟି ଭାବପ୍ରବଣତା ଏବଂ ନାଟକରେ ପରିପୂର୍ଣ୍ଣ ଥିବାବେଳେ ସାମନ୍ଥାଙ୍କ ଆକ୍ସନ ସମସ୍ତଙ୍କ ମନ ଜିଣିଛି।

ଏହି ଆକ୍ସନ-ଥ୍ରୀଲରର କାହାଣୀ ସରୋଗେସି ଉପରେ ଆଧାରିତ। ଟ୍ରେଲର ଦେଖିବା ପରେ ପ୍ରଶଂସକଙ୍କ ମଧ୍ୟରେ ସାମନ୍ଥାଙ୍କ ଫିଲ୍ମର କ୍ରେଜ ବୃଦ୍ଧି ପାଇଥିଲା।
ରବିବାର ଥିବାରୁ ଆଜି ଦର୍ଶକଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଅର୍ଥାତ୍‌ ଫିଲ୍ମଟି ଆହୁରି ଭଲ ଆୟ କରିବ ବୋଲି ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ଅଧାରାତିରୁ ଉଠି କାନ୍ଦୁଥିଲେ: ହନୁମାନଙ୍କ ମୂର୍ତ୍ତିକୁ କୁଣ୍ଢାଇ ଧରୁଥିଲେ

ମୁମ୍ବାଇ, ୧।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ରହସ୍ୟ ଏବେ ବି ଜଣାପଡ଼ିନି। ଏହାର ଯାଞ୍ଚ୍‌ ସିବିଆଇ କରୁଛି। ଇତିମଧ୍ୟରେ ବହୁ...

କ୍ରିକେଟ ଖେଳିଲେ ଜାହ୍ନବୀ

ମୁମ୍ବାଇ: ଜାହ୍ନବୀ କପୁର ଏବେ ଖୁବ୍ ଚର୍ଚ୍ଚାରେ । ଶ୍ରୀଦେବୀ ଓ ବୋନି କପୁରଙ୍କ ଝିଅ ଜାହ୍ନବୀ ବଲିଉଡ୍‌ରେ ଏଣ୍ଟ୍ରି କରିସାରିଥିବା ବେଳେ ସେ ତାଙ୍କ...

ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚାରେ ରହିଥିଲେ ପୂଜା: ୪୪ ବର୍ଷରେ ବି ଅଛନ୍ତି ଫିଟ୍‌

ବଲିଉଡ୍‌ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ପୂଜା ବତ୍ରା। ଆଜି ଅର୍ଥାତ୍‌ ଅକ୍ଟୋବର ୨୭ ହେଉଛି ପୂଜାଙ୍କ ଜନ୍ମଦିନ। ୧୯୭୬ ମସିହାରେ...

‘ଓ୍ବାର’ରେ ହ୍ରିତିକ୍‌, ଟାଇଗର

ମୁମ୍ବାଇ: ଆଗାମୀ ଫିଲ୍ମ ‘ଓ୍ବାର’ ପାଇଁ ବଲିଉଡ ଷ୍ଟାର ହ୍ରିତିକ୍‌ ରୋଶନ ଏବଂ ଟାଇଗର ଶ୍ରଫ୍‌ଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ ଦୃଶ୍ୟ ବେଶ୍‌ ଆମୋଦଦାୟକ। ଏଥି...

ବିଦେଶରେ ଦେଶୀ ଅନ୍ଦାଜରେ ପିସି

ମୁମ୍ବାଇ: ବଲିଉଡ ଦେଶୀ ଗର୍ଲ ସବୁବେଳେ କିଛି ନା କିଛି କାରଣ ପାଇଁ ଥାଆନ୍ତି ଲାଇମ ଲାଇଟରେ । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ନାୟିକା...

କାନ୍ଦି ପକାଇଲେ ଅମିଷା ପଟେଲ

‘କହୋ ନା ପ୍ୟାର ହୈ’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିବୋ ଅଭିନେତ୍ରୀ ଅମିଷା ପଟେଲ ଅନେକ ସମୟ ହେବ ଫିଲ୍କ ଇଣ୍ଡଷ୍ଟ୍ରିରୁ ଦୂରେଇ ଯାଇଛନ୍ତି। ଅମିଷାଙ୍କ ଅଭିନୀତ...

ଫିଲ୍ମରେ କଳାକାରମାନେ ପିନ୍ଧୁଥିବା ପୋଷାକ କ’ଣ ହୁଏ

ମୁମ୍ବାଇ: ବଲିଲଡ୍‌ ମୁଭି ନିର୍ମାଣ କରିବାରେ ପ୍ରଯୋଜକ ନିର୍ଦ୍ଦେଶକ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥାଆନ୍ତି। ଫିଲ୍ମ ହିଟ୍‌ ହେଉ ଅବା ଫ୍ଲପ୍‌ ଟଙ୍କା ଖର୍ଚ୍ଚ...

ଇଶାନ-ଜାହ୍ନବୀଙ୍କ ସମ୍ପର୍କକୁ ନେଇ କ’ଣ କହିଲେ ବାପା ବୋନି କପୁର

ମୁମ୍ବାଇ: ବି ଟାଉନରେ ଲଭ୍‌ବାର୍ଡ ଜାହ୍ନବୀ କପୁର ଓ ଇଶାନ ଖଟ୍ଟରଙ୍କ ସମ୍ପର୍କକୁ ନେଇ ସବୁବେଳେ ଚର୍ଚ୍ଚା ଲାଗିରହିଥାଏ। ଫିଲ୍ମ ‘ଧଡକ’ରୁ ଜାହ୍ନବୀ ବଲିଉଡ୍‌ରେ ଡେବ୍ୟୁ...

Advertisement
Archives

Model This Week