Posted inଖେଳ

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକରେ କ୍ରିକେଟ୍‌ ଜଗତ ସ୍ତବ୍ଧ: କାନ୍ଦିଲେ କପିଳ ଦେବ

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଯଶପାଲ ଶର୍ମାଙ୍କର ହୃଦଘାତରେ ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦେଇଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରସାରିତ ହେବା ପରେ କ୍ରିକେଟ୍‌ ଜଗତ ସ୍ତବ ହୋଇଯାଇଛି। ମହାନ କ୍ରିକେଟର୍‌ କପିଳ ଦେବ ଯଶପାଲଙ୍କ ମୃତ୍ୟୁ ଖବର ଶୁଣି କାନ୍ଦି ପକାଇଛନ୍ତି। ଏକ ଲାଇଭ୍‌ ଶୋ’ ସେ ଏ ଖବର ଶୁଣିଥିଲେ। ହଠାତ୍‌ ଏହା ଶୁଣି ତାଙ୍କ ଆଖିରେ ଲୁହ ଆସିଯାଇଥିଲା। ସେହିପରି ପୂର୍ବତନ ଭାରତୀୟ କ୍ରିକେଟର୍‌ ଆକାଶ ଚୋପ୍ରା ଟୁଇଟ୍‌ କରି କହିଛନ୍ତି, ଯଶ ପାଜୀଙ୍କ ନିଧନ ଖବର ଶୁଣି ହୃଦୟ ଭାଙ୍ଗିଯାଇଛି। ସେହିପରି ଭିଭିଏସ୍‌ ଲକ୍ଷଣ ଯୁବରାଜ ସିଂ ମଧ୍ୟ ଯଶପାଲଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।
କପିଲ ଦେବଙ୍କ ନେତୃତ୍ୱରେ ୧୯୮୩ ବିଶ୍ୱକପ ବିଜେତା ଦଳର ସଦସ୍ୟ ଥିଲେ ଯଶପାଲ। ସେ ୩୭ଟି ଦିନିକିଆ ଏବଂ ୪୨ ଟି ଟେଷ୍ଟରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ୧୯୭୯-୮୩ ରୁ ସେ ଭାରତୀୟ ମଧ୍ୟମ କ୍ରମର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଥିଲେ। ସେ କିଛି ବର୍ଷ ପାଇଁ ଜାତୀୟ ଚୟନକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ। ୧୯୮୩ ବିଶ୍ୱକପରେ ୟଶପାଲ ଶର୍ମା ଭାରତ ପାଇଁ ଦ୍ୱିତୀୟ ସର୍ବାଧିକ ରନ ସ୍କୋରର୍‌ ହୋଇଥିଲେ। ସେ ୩୭ଟି ଟେଷ୍ଟ ମ୍ୟାଚରେ ହାରାହାରି ୩୩.୪୫ ଏବଂ ୪୨ ଟି ଦିନିକିଆରେ ୮୮୩ ରନ ହାରାହାରି ୨୬.୪୮ ରନ କରିଥିଲେ।
ଅନ୍ତର୍ଜାତୀୟ କ୍ରିକେଟ ବ୍ୟତୀତ ଯଶପାଲ ଶର୍ମା ଘରୋଇ କ୍ରିକେଟରେ ମଧ୍ୟ ବହୁତ ରନ ସ୍କୋର କରିଥିଲେ। ସେ ହାରାହାରି ୪୪.୮୮ ରେ ୧୬୦ ପ୍ରଥମ ଶ୍ରେଣୀ ମ୍ୟାଚ ରେ ୮୯୩୩ ରନ ସ୍କୋର କରିଥିଲେ। ଏଥି ସହିତ ସେ ୭୪ ତାଲିକା ଏ ମ୍ୟାଚରେ ହାରାହାରି ୩୪.୪୨ରେ ୧୮୫୯ ରନ ସ୍କୋର କରିଥିଲେ।

 वीवीएस लक्ष्‍मण ने लिखा कि यश पाजी 1983 वर्ल्‍ड कप जीतने वाली टीम के हीरो में से एक थे.

 उत्‍तर प्रदेश के मुख्‍यमंत्री योगी आदित्‍यनाथ ने लिखा कि भगवान उनके परिवार को इस दुख को सहन करने की शक्ति दें

 खेल मंत्री अनुराग ठाकुर ने लिखा कि यशपाल शर्मा 1983 वर्ल्‍ड कप में सबसे ज्‍यादा रन बनाने वाले दूसरे भारतीय खिलाड़ी थे. वह अंपायर और राष्‍ट्रीय चयनकर्ता भी थे. उनके योगदान को कभी भुलाया नहीं जा सकता

 यशपाल के निधन से क्रिकेट जगत को बड़ा झटका लगा है. पूर्व भारतीय क्रिकेटर आकाश चोपड़ा ने लिखा कि यश पाजी के निधन की खबर दिल तोड़ने वाली है.


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri