Posted inଖେଳ

ଯଶସ୍ବୀ ଜୟସ୍ବାଲଙ୍କ ବିସ୍ଫୋରକ ଶତକ: ନେପାଳକୁ ୨୦୩ ରନ୍‌ର ଟାର୍ଗେଟ୍‌

ହାଙ୍ଗଝୋ,୩।୧୦: ଏସିଆନ ଗେମ୍ସ ୨୦୨୩ରେ ଭାରତ ଏବଂ ନେପାଳ ମଧ୍ୟରେ କ୍ୱାର୍ଟର ଫାଇନାଲ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଭାରତ ନେପାଳକୁ ୨୦୩ ରନ୍‌ର ଟାର୍ଗେଟ୍‌ ଦେଇଛି। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୨୦୨ ରନ୍‌ କରିଛି। ବାମହାତୀ ଭାରତୀୟ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଶତକ ହାସଲ କରିଛନ୍ତି। ଜୟସ୍ବାଲ ୪୮ଟି ବଲରେ ନିଜର ଶତକ ପୂରଣ କରିଥିଲେ। ତାଙ୍କ ଶତକରେ ୮ ଚୌକା ଏବଂ ୭ ଛକା ସାମିଲ ଥିଲା। ଅନ୍ତର୍ଜାତୀୟ ଟି-୨୦ରେ ଏହା ଜୟସ୍ବାଲଙ୍କର ପ୍ରଥମ ଶତକ। ଭାରତୀୟ ବ୍ୟାଟ୍ସମ୍ୟାନ ମ୍ୟାଚ ଆରମ୍ଭରୁ ଆକ୍ରମଣାତ୍ମକ ଶୈଳୀରେ ବ୍ୟାଟିଂ କରିଥିଲେ। ସେ ୪୯ ବଲରେ ୧୦୦ ରନ ସ୍କୋର କରିବା ପରେ ପାଭିଲିୟନକୁ ଫେରିଥିଲେ। ଅଧିନାୟକ ରୁଜୁରାଜ ଗାଏକ୍ୱାଡ ୨୫, ରିଙ୍କୁ ସିଂ ୩୭ ଏବଂ ଶିବମ ଦୁବେ ୨୫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri