ଯଶୋବନ୍ତ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏଡିଜି

ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଫିସର ଯଶୋବନ୍ତ ଜେଠ୍‌ୱାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ନିଯୁକ୍ତ କରିଛନ୍ତି। ସେ ବର୍ତ୍ତମାନ ଆଇନ ଶୃଙ୍ଖଳା ଏଡିଜି ଥିବାବେଳେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ସମ୍ଭାଳିବେ। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସେ ଏହି ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ। ସୂଚନାଯୋଗ୍ୟ, ତାଙ୍କ ପୂର୍ବରୁ ଆଇପିଏସ୍‌ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀ କ୍ରାଇମବ୍ରାଞ୍ଚ ଏଡିଜି ଥିଲେ। ନିକଟରେ ସେ ଭୁବନେଶ୍ୱର-କଟକ କମିଶନରେଟ ପୋଲିସ କମିଶନର ଭାବେ ନୂଆ ନିଯୁକ୍ତି ପାଇବା ପରେ ଉକ୍ତ ପଦ ଖାଲି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri