Posted inଜାତୀୟ

ଟିଏମ୍‌ସିରେ ଯୋଗଦେବା ପରେ ଯଶଓ୍ବନ୍ତ ଉଠାଇଲେ ଏହି ପ୍ରସଙ୍ଗ

କୋଲକାତା,୧୩।୩: ପଶ୍ଚିମବଙ୍ଗ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ବରିଷ୍ଠ ଭାଜପା ନେତା ଯଶୱନ୍ତ ସିହ୍ନା ଶନିବାର ଟିଏମ୍‌ସିରେ ଯୋଗଦେଇଛନ୍ତି। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ୧୯୯୯ରେ ଇଣ୍ଡିଆନ ଏୟାରଲାଇନ୍ସର ଏକ ବିମାନକୁ କାନ୍ଦାହାରକୁ ଅପହରଣ କରି ନିଆଯାଇଥିଲା। ଏନେଇ କ୍ୟାବିନେଟରେ ଏକ ଜରୁରୀ ବୈଠକ ହୋଇଥିଲା। ସେତିକିବେଳେ ବୈଠକରେ କ୍ୟାବିନେଟ ମନ୍ତ୍ରୀ ଥିବା ମମତା ବାନାର୍ଜୀ ଭାରତୀୟଙ୍କୁ ମୁକ୍ତ କରିବା ସର୍ତ୍ତରେ ନିଜକୁ ବନ୍ଧକ ଭାବେ ଯିବାକୁ ପ୍ରସ୍ତାବ ଦେଇଥିଲେ। ମମତା ସବୁବେଳେ ଲୋକଙ୍କ ହିତ ପାଇଁ ଚିନ୍ତା କରୁଥିବା ତାଙ୍କ ବକ୍ତବ୍ୟରେ ଯଶୱନ୍ତ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥରୁଛି ଝାଡ଼ଖଣ୍ଡ, ଜାନୁୟାରୀ ୮ ଯାଏ ସ୍କୁଲ ବନ୍ଦ ଘୋଷଣା

ରାଞ୍ଚି,୪।୧: ଉତ୍ତର ଭାରତ ସମେତ ଦେଶର ଅନେକ ରାଜ୍ୟରେ ଶୀତର ପ୍ରକୋପ ଦେଖିବାକୁ ମିଳୁଛି। ଘନ କୁହୁଡ଼ି ସାଙ୍ଗକୁ ଥଣ୍ଡା ପବନ ଯୋଗୁ ଅନେକ ରାଜ୍ୟରେ...

ନୂଆ ଭାରତ ଗଠନର ସଙ୍କେତ ଦେଲେ ମୋଦି: ନିର୍ମାଣ ହେବ ୨ କୋଟି ଘର, ୧୫ କୋଟି ଘରେ ପହଞ୍ଚିବ ପିଇବା ପାଣି, ପ୍ରତି ଗାଁରେ ବ୍ରଡ୍‌ବ୍ୟାଣ୍ଡ୍‌ ସେବା

ନୂଆଦିଲ୍ଲୀ,୧୫।୮: ନୂଆ ଭାରତ ଗଠନ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଙ୍କେତ ଦେଇଛନ୍ତି। ନୂଆ ଭାରତରେ ଲୋକଙ୍କ ପାଇଁ ୨ କୋଟି ଘର ନିର୍ମାଣ...

ସର୍ବଦଳୀୟ ବୈଠକ ଡାକିବାକୁ କଂଗ୍ରେସର ପରାମର୍ଶ

ନୂଆଦିଲ୍ଲୀ,୧୭।୩(ଆଇଏଏନ୍‌ଏସ୍‌): କରୋନା ସ୍ଥିତିକୁ ନେଇ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିବାକୁ ସୋମବାର କଂଗ୍ରେସ ପରାମର୍ଶ ଦେଇଛି। ପାର୍ଲାମେଣ୍ଟ ଅଧିବେଶନକୁ ମୁଲତବୀ ରଖାଯିବ କିମ୍ବା ଏହା...

ଲାହୋଲରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ: ପ୍ରଥମଥର ମାର୍ଚ୍ଚରେ ପାରଦ ୨୦ ଡିଗ୍ରୀ ଉପରେ

କେଲାଂଗ,୩୧ ।୩: ହିମାଚଳ ପ୍ରଦେଶର ଜନଜାତି ଜିଲା ଲାହୋଲ-ସ୍ପିତିରେ ଗ୍ରୀଷ୍ମ ରେକର୍ଡ ଭାଙ୍ଗିଛି । ପ୍ରଥମଥର ଲାଗି ମାର୍ଚ୍ଚ ମାସରେ ପାରଦ ୨୦ ଡିଗ୍ରୀ ଉପରକୁ...

କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ: କହିଲେ ମତଦାତାଙ୍କୁ ଦିଆଯାଉନିି କି ଲାଞ୍ଚ!

ଆହ୍ଲାବାଦ,୨୦।୪: ଲୋକ ସଭା ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ଗରୀବଙ୍କୁ ବର୍ଷକୁ ୭୨ହଜାର ଟଙ୍କା ଦେବାନେଇ ଘୋଷଣା ଉପରେ ନୋଟିସ୍‌ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟ...

ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଭାରତ ସରକାର ପ୍ରସ୍ତୁତ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାର ରହିଛି। ପୃଥିବୀର ଅନ୍ୟ ଦେଶ ଭଳି...

୩ ସାଙ୍ଗ ଚାକିରି ଛାଡି କଲେ ଏମିତି କାମ, ସମସ୍ତଙ୍କ ପାଇଁ ସାଜିଲେ ଉଦାହରଣ

କରୋନା ସମୟରେ ଯୁବକମାନେ ସେମାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଅଛନ୍ତି। କିଏ ଚାକିରି ପାଇବାକୁ ନେଇ ତ ଆଉ କିଏ ଚାକିରି ଚାଲିଯିବା ଭୟରେ ଅଛନ୍ତି।...

ଘାତକ ହେବ କୋଇଲା ପ୍ଲାଣ୍ଟ ସମ୍ପ୍ରସାରଣ

ନୂଆଦିଲ୍ଲୀ, ୩୦ା୯: ପରିବେଶ ପ୍ରଦୂଷଣ ସମସ୍ୟାକୁ ବହୁଗୁଣିତ କରି ଅକାଳ ମୃତ୍ୟୁକୁ ଡାକି ଆଣିବ କୋଇଲା ପ୍ଲାଣ୍ଟ ସମ୍ପ୍ରସାରଣ। ଭାରତୀୟ ମେଟ୍ରୋଗୁଡ଼ିକ ଏହା ଦ୍ୱାରା ସର୍ବାଧିକ...

Advertisement
Archives

Model This Week