Posted inଜାତୀୟ

ଦ୍ରୌପଦୀଙ୍କୁ ସମର୍ଥନ କରିବାକୁ ଉଦ୍ଧବଙ୍କ ଉପରେ ଚାପ ପକାଉଛି ଭାଜପା: ଯଶୱନ୍ତ

ନୂଆଦିଲ୍ଲୀ,୧୪ ।୭: ରାଷ୍ଟ୍ରପତି ନିର୍ବାଚନର ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶିବସେନା ସମର୍ଥନ ଦେବା ଘୋଷଣା କରିବା ପରେ ବିରୋଧି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଏହି ପ୍ରତିକ୍ରିୟାରେ ସେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଉଦ୍ଧବ ଠାକରେ ଚାପରେ ପଡି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରୁଛନ୍ତି । ଉଦ୍ଧବଙ୍କୁ ବାଧ୍ୟ କରାଯାଇଛି ଦ୍ରୌପଦୀଙ୍କୁ ସମର୍ଥନ କରିବାକୁ । ଗୁଆହାଟିରେ ଏକ ପ୍ରେସ କନଫରେନ୍ସରେ ସିହ୍ନା ଏହା କହିଛନ୍ତି ।
ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଶିବସେନାର ଉଦ୍ଧବ ଠାକରେ ଘୋଷଣା କରିଥିଲେ କି ସେ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ । ଶିବସେନାର ଏକନାଥ ଶିନ୍ଦେ ଓ ଭାରତୀୟ ଜନତା ପାର୍ଟି(ଭାଜପା) ହାତରେ ଶାସନ ହରାଇବା ପରେ ଉଦ୍ଧବ ଠାକରେ କହିଥିଲେ ତାଙ୍କର ଚିନ୍ତାଧାରା ଏତେ ଛୋଟ ନୁହେଁ, ଏହାର ସଙ୍କେତ ଦେଉଛି ଶିବସେନା ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବା । ସୂଚନାଯୋଗ୍ୟ, ରାଷ୍ଟ୍ରପତି ପଦ ପାଇଁ ଆସନ୍ତା ୧୮ ତାରିଖରେ ଭୋଟିଂ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri