Posted inଜାତୀୟ

ମୋଦି, ରାଜନାଥଙ୍କୁ ସମର୍ଥନ ମାଗିଲେ ଯଶବନ୍ତ

ନୂଆଦିଲ୍ଲୀ,୨୫।୬: ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ସମର୍ଥନ ଲୋଡ଼ିଛନ୍ତି। ଉଭୟଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ଯଶବନ୍ତ ସିହ୍ନା । ଜୁଲାଇ ୨୭ ତାରିଖରେ ଯଶବନ୍ତ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବେ। ଏହାପୂର୍ବରୁ ପ୍ରତ୍ୟେକ ନେତାଙ୍କୁ ଭେଟି ସମର୍ଥନ ଲୋଡ଼ିବା ଆରମ୍ଭ କରିଛନ୍ତି । ଏହା ସହ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହ ମଧ୍ୟ ଫୋନ ଯୋଗେ କଥା ହୋଇଥିବା ଜଣାପଡ଼ିଛି। ଏହାପୂର୍ବରୁ ସିହ୍ନା ଶୁକ୍ରବାରଠାରୁ ରାଷ୍ଟ୍ରପତି ନିର୍ବାଚନ ପାଇଁ କ୍ୟାମ୍ପେନ ଆରମ୍ଭ କରିବେ ବୋଲି ଆଲୋଚନା ହେଉଥିଲା


Enter your email to get our daily news in your inbox.

All Right Reserved By Dharitri.Com

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri