Posted inଜାତୀୟ

ଯଶବନ୍ତ ସିହ୍ନା ହେଲେ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ, ୨୧।୬: ଟିଏମ୍‌ସି ନେତା ଯଶବନ୍ତ ସିହ୍ନା ହେଲେ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ। ଏ ନେଇ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ଘୋଷଣା କରିଛନ୍ତି। ମିଳିତ ବିରୋଧୀ ଦଳ ବୈଠକରେ ସିହ୍ନାଙ୍କ ନାଁ ଚୂଡାନ୍ତ କରାଯାଇଛି। ଏନ୍‌ସିପି ସୁପ୍ରିମୋ ଶରଦ ପାଓ୍ବାରଙ୍କ ଉପସ୍ଥିତିରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ସୂଚନା ମିଳିଛି। ସିହ୍ନା ଜୁନ୍‌ ୨୭ ପୂର୍ବାହ୍ନ ୧୧.୩୦ରେ ନାମାଙ୍କନପତ୍ର ଦାଖଲ କରିବେ।
ସୂଚନାନୁସାରେ, ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ସିହ୍ନାଙ୍କ ନାମକୁ ସୁପାରିସ କରିବେ ବୋଲି ଚର୍ଚ୍ଚା ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?