Posted inଜାତୀୟ

ହସ୍ପିଟାଲରେ ଭର୍ତ୍ତି ହେଲେ ୟାସିନ ମଲିକ

ନୂଆଦିଲ୍ଲୀ,୨୭ ।୭: ତିହାର ଜେଲରେ ବନ୍ଦ ଥିବା ଜମ୍ମୁ-କଶ୍ମୀର ଲିବରେଶନ ଫ୍ରଣ୍ଟର ମୁଖ୍ୟ ତଥା ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯାଇଛି । ବୁଧବାର ଜେଲ ପ୍ରଶାସନ ତାଙ୍କୁ ଦିଲ୍ଲୀର ଆରଏମଏଲ ହସ୍ପିଟାଲଷର ଭର୍ତ୍ତି କରିଛନ୍ତି । ରକ୍ତଚାପ କମବେଶୀ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୟାସିମ ତିହାର ଜେଲରେ ହଙ୍ଗର ଷ୍ଟ୍ରାଇକରେ ବସିଛନ୍ତି ।

ସୂଚନାଯୋଗ୍ୟ, ଆତଙ୍କବାଦୀ ସଙ୍ଗଠନ ଜମ୍ମୁ କଶ୍ମୀର ଲିବରେଶନ ଫ୍ରଣ୍ଟ(ଜେକେଏଲଏଫ)ର ମୁଖ୍ୟ ୟାସିନ ମଲିକ ଶୁକ୍ରବାରଠାରୁ ତିହାର ଜେଲରେ ହଙ୍ଗର ଷ୍ଟ୍ରାଇକ ଆରମ୍ଭ କରି ଦେଇଛନ୍ତି । ଜେଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୟାସିନ ଦାବି କରିଛନ୍ତି ଯେ ତାଙ୍କ ବିରାଧରେ ବିଚାରାଧିନ ମାମଲାର ସଠିକ୍ ଯାଞ୍ଚ କରାଯାଉ । ଏବେ ପର୍ଯ୍ୟନ୍ତ ତିହାର ଜେଲରେ ତାଙ୍କୁ କେବଳ ତରଳ ଖାଦ୍ୟ ଦିଆଯାଉଥିଲା । ରୁବେୟା ସଇଦ ଅପହରଣ ମାମଲାରେ ଅଭିଯୁକ୍ତ ମଲିକ ଶୁଣାଣି ପାଇଁ ଜମ୍ମୁର ଏକ କୋର୍ଟରେ ଶାରିରୀକ ଭାବେ ଉପସ୍ଥିତ ହେବାକୁ ଅନୁମତି ମାଗିଥିଲେ । ହେଲେ କେନ୍ଦ୍ର ସରକାର ଏହା ଉପରେ କୌଣସି ଜବାବ ଦେଇ ନ ଥିଲେ । ଏହାର ବିରୋଧ କରି ୟାସିନ ମଲିକ ହଙ୍ଗର ଷ୍ଟ୍ରାଇକ ଆରମ୍ଭ କରିଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?