Posted inଖେଳ

ପାକିସ୍ତାନର ଏହି ପୂର୍ବ ଅଲରାଉଣ୍ଡର କହିଲେ,‘ବ୍ୟସ୍ତ ଥିବା ସତ୍ତ୍ୱେ ମୋ ବିବାହରେ ଯୋଗ ଦେଇଥିଲେ ଗାଙ୍ଗୁଲି…

ନୂଆଦିଲ୍ଲୀ,୧୨।୬: ସୌରଭ ଗାଙ୍ଗୁଲି ଜଣେ ନମ୍ର ବ୍ୟକ୍ତି। ବ୍ୟସ୍ତବହୁଳ ଜୀବନଶୈଳୀ ସତ୍ତ୍ୱେ ବିବାହରେ ଯୋଗ ଦେଇଥିଲେ । ହେଲେ ଅନେକ ପ୍ରଶଂସକ ଏ ବିଷୟରେ ଜାଣିଥିବେ ବୋଲି ମୁଁ ଭାବୁନାହିଁ ବୋଲି କହିଛନ୍ତି ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ୟାସିର ଆରାଫାଟ।

ଏକ ସାକ୍ଷାତକାରରେ ୟାସିର କହିଛନ୍ତି, ମୁଁ ଅନେକ କ୍ରିକେଟରଙ୍କୁ ନିମନ୍ତ୍ରଣ କରିଥିଲି। ହେଲେ ସମସ୍ତେ ଆସି ନ ଥିଲେ। ମୁଁ ଗାଙ୍ଗୁଲିଙ୍କୁ ମଧ୍ୟ ନିମନ୍ତ୍ରଣ କରିଥିଲି। ହେଲେ ସେ ଆସିଥିଲେ। ସେତେବେଳେ ସେ ବ୍ୟସ୍ତ ରହୁଥିଲେ। ତଥାପି ସେ ମୋ ବିବାହରେ ସାମିଲ ହୋଇଥିଲେ ବୋଲି ୟାସିର କହିଛନ୍ତି।

ପ୍ରକାଶ ଯେ, ୨୦୦୯ ଟି୨୦ ବିଶ୍ୱକପ୍‌ ବିଜେତା ଟିମ୍‌ର ସନସ୍ୟ ଥିଲେ ୟାସିର। ସେ ୩ଟି ଦିନିକିଆ, ୩ ଟେଷ୍ଟ ଏବଂ ୧୩ ଟି୨୦ ମ୍ୟାଚ୍‌ ଖେଳିଥିଲେ। ୨୦୦୦ରେ ସେ ପାକିସ୍ତାନ ପାଇଁ ଡେବ୍ୟୁ କରିଥିବା ବେଳେ ୨୦୧୨ରେ ସେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ମହିଳା ଦଳର ଖେଳାଳିଙ୍କୁ ମିଳିନାହିଁ ଟି୨୦ ବିଶ୍ୱକପ୍‌ର ପୁରସ୍କାର ରାଶିର ଅଂଶ

ନୂଆଦିଲ୍ଲୀ, ୨୩।୫ : ଗତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ମହିଳା ବିଶ୍ୱକପ୍‌ରେ ଭାରତୀୟ ଦଳ ଉପ ବିଜେତା ଆଖ୍ୟା ଗ୍ରହଣ କରିଥିଲା। ଏଥି ଯୋଗୁ...

ଯୁବରାଜ ସିଂଙ୍କୁ କଫି ପିଇବାର ପ୍ରତିଶ୍ରୁତି ଦେଇ ଠିକଣା ଦିନ ଫୋନ୍‌ ଅଫ୍‌ ରଖୁଥିଲେ ଏହି ଯୁବତୀ

ଅନେକ ଦିନ ପର୍ଯ୍ୟନ୍ତ ପରଦା ପଛରେ ସମ୍ପର୍କକୁ ଲୁଚାଇବା ପରେ କ୍ରିକେଟର୍‌ ଯୁବରାଜ ସିଂ ଏବଂ ହାଜେଲ କିଚ୍‌ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବହୁଦିନ...

ପ୍ରଥମ ଖେଳାଳି ଭାବେ ଟି୨୦ ଇତିହାସରେ ବିରଳ ରେକର୍ଡ ହାତେଇଲେ ଭାରତୀୟ ସ୍ପିନର

ନୂଆଦିଲ୍ଲୀ,୧୦।୧୧: ବିଦର୍ଭ ସ୍ପିନର ଅକ୍ଷୟ କାର୍ନଓ୍ବୋର ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟ୍ରଫିରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ମଙ୍ଗଳବାର ମଣିପୁର ବିପକ୍ଷରେ...

ମ୍ୟାଟ୍‌ ପୁରେଙ୍କ ପରଲୋକ

ଓ୍ବେଲିଂଟନ, ୧୪।୬: ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର ମ୍ୟାଟ୍‌ ପୁରେଙ୍କର ୯୦ ବର୍ଷ ବୟସରେ ପରଲୋକ ଘଟିଛି। ଅଲରାଉଣ୍ଡର ପୁରେ ୧୯୫୩ରୁ ୧୯୫୬ ମଧ୍ୟରେ ୧୪ଟି ଟେଷ୍ଟ...

ଅନ୍ତିମ ଟେଷ୍ଟରେ କୋହଲି-ଷ୍ଟୋକ୍ସଙ୍କ ମଧ୍ୟରେ ଜୋରଦାର୍‌ କଥା କଟାକଟି: ଅମ୍ପାୟାରଙ୍କ ଯୋଗୁ ଟଳିଲା…

ଅହମ୍ମଦାବାଦ,୪।୩: ଭାରତୀୟ ଟିମ୍‌ ଗୁରୁବାର ଖେଳାଯାଉଥିବା ଅନ୍ତିମ ଟେଷ୍ଟର ପ୍ରଥମ ଦିନରେ ଭଲ ପ୍ରଦର୍ଶନ କରିଛି। ଅକ୍ଷର ପଟେଲ ଦୁଇ ଓପନର୍‌ଙ୍କୁ ଆଉଟ୍‌ କରିବା ପରେ...

ଏନ୍‌ବିଏ ଲୋଗୋରେ ବ୍ରାଏଣ୍ଟଙ୍କୁ ସାମିଲ କରିବା ଲାଗି ପିଟିଶନ

କାଲିଫର୍ନିଆ,୨୮।୧- କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ରବିବାର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାରେ ତାଙ୍କ ୧୩ ବର୍ଷୀୟା ଝିଅ ଜିଆନାଙ୍କ ମଧ୍ୟ ମୃତ୍ୟୁ...

ସର୍ତ୍ତରେ ହରଭଜନଙ୍କୁ ହରାଇଲେ ଅଂଶୁମାନ ରଥ

ନୂଆଦିଲ୍ଲୀ, ୧୯।୫- ହଂକଂ କ୍ରିକେଟ ଦଳର ଅଧିନାୟକ ତଥା ଓଡ଼ିଆ କ୍ରିକେଟର ଅଂଶୁମାନ ରଥ ଏକ ସର୍ତ୍ତରେ ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂଙ୍କୁ...

ଆବଶ୍ୟକତାରୁ ଜନ୍ମ ନିଏ ନୂତନତ୍ୱ – ପ୍ରମାଣ କଲେ ଭଦ୍ରକ ଚାଷୀ

ଭଦ୍ରକ ଅଫିସ, ୧୯।୩ – କଥାରେ ଅଛି ଆବଶ୍ୟକତାରୁ ଜନ୍ମ ନିଏ ନୂଆ ନୂତନତ୍ୱ। ଏହାକୁ ପ୍ରମାଣ କରି ଦେଖାଇନ୍ତି ଭଦ୍ରକ ଜିଲା ତିହିଡ଼ି ବ୍ଲକ...

Advertisement
Archives

Model This Week