ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ୟାସ୍‌ : ପାରାଦୀପ ଠାରୁ ୨୮୦ କିମି ଦୂରରେ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବଙ୍ଗୋପସାଗରରେ ୟାସ୍‌ ଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି। ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି। ପାରାଦୀପ ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ୨୮୦ କିମି ଦୂରରେ ରହିଛି। ବାଲେଶ୍ୱର ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ୩୮୦ କିମି ଦୂରରେ ଅଛି ବାତ୍ୟା। ଦୀଘା ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ୩୭୦ କିମି ଦୂରରେ ୟାସ୍‌ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି।…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri