‘ୟାସ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିବା ଆଇଏମ୍‌ଡି ସୂତ୍ରରୁ ପ୍ରକାଶ। ବର୍ତ୍ତମାନ ମଧ୍ୟ ଭଦ୍ରକର ଧାମରାରୁ ୪୦ କିଲୋମିଟର ଦୂରରେ ରହିଛି ବାତ୍ୟା ୟାସ୍‌। ପଶ୍ଚିମବଙ୍ଗର ଦୀଘାଠାରୁ ୭୦ କିଲୋମିଟର ଦୂରରେ ଥିବା ବେଳେ ବାଲେଶ୍ବରରୁ ୫୦ କିଲୋମିଟର ଦୂରରେ ରହିଛି। ବାସୁଦେବପୁରରୁ ବାହାନଗା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ‘ୟାସ୍‌’।

ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୩୦ରୁ ୧୪୦ କିଲୋମିଟର ରହିବ । ଏହାଠାରୁ ଅଧିକ ବେଗରେ ପବନ ହେବନାହିଁ ବୋଲି ଆଇଏମ୍‌ଡି ପକ୍ଷରୁ ପୂର୍ବାନୁମାନ କରାଯାଇଛି । ମଧ୍ୟାହ୍ନ ସୁଦ୍ଧା ଏହା ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ଦେଇ ଉପକୂଳ ଅତିକ୍ରମ କରିବ। ଲ୍ୟାଣ୍ଡଫଲ୍‌ ଚାଲିଥିବାରୁ ସମୁଦ୍ର ଜୁଆର ଉଠିବାର ଆଶଙ୍କା ରହିଛି। ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri