ୟାସ୍‌ ପ୍ରଭାବ: ବାହାନଗା ବ୍ଲକର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି

ବାହାନଗା,୨୬।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ସମୁଦ୍ର କୂଳ ଦେଇ ୟାସ୍‌ ଅତିକ୍ରମ କରିବା ବେଳେ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛିି। କେତେକ ସ୍ଥାନରେ ଗଛ ପଡି କଚ୍ଚା ଘର ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ବାତ୍ୟା ପ୍ରଭାବରେ ବହୁ ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯାଇଥିବା ସହିତ ଗଛ ଉପୁଡ଼ି ରାସ୍ତା ଉପରେ ପଡିଛି। ତେବେ ଓଡ୍ରାଫ ଟିମ୍‌ ସହିତ ଦମକଳ ବାହିନୀ ପ୍ରମୁଖ ସଫେଇ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ସୋର ବିଧାୟକ ପର୍ଶୁରାମ ଧଡା ସଦଳବଳ ବିଭିନ୍ନ ସ୍ଥାନରେ ପହଞ୍ଚି ରାସ୍ତା ସଫାକରିବା ସହିତ ବିଦ୍ୟୁତ ଖୁଣ୍ଟି ଉଠାଇବାରେ ସହଯୋଗ କରିଛନ୍ତି। ରୂପଖଣ୍ଡ ଗ୍ରାମର ଭାସ୍କର ଯେନା, ପାଗୁଲୁ ଯେନାଙ୍କ ଘର ଉପରେ ଗଛ ପଡି ଘର ଭାଙ୍ଗି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ୫ ଦିନରେ କରୋନା ନେଲାଣି ୪ ଜୀବନ

କେନ୍ଦୁଝର,୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶନିବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଗତ ୫...

ଗୋବିନ୍ଦ ସାହୁଙ୍କୁ ମାରି ଦିଆଯାଇଛି: ବିଧାୟକ

ଜୟପୁର, ୨୦ା୧୨ (ନି.ପ୍ର.)- ବହୁଚର୍ଚ୍ଚିତ ବଲଙ୍ଗୀର ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି । କଣ୍ଟାବାଞ୍ଜି ଜେଲରେ ବନ୍ଦୀ ଥିବା...

ଶୌଚାଳୟ ବାରଣ୍ଡାରେ ପ୍ରସବ

ଢେଙ୍କାନାଳ ଅଫିସ, ୨୬।୩: ଡାକ୍ତରଖାନାରେ ପ୍ରସବ ହେବ ସୁରକ୍ଷିତ। ଗର୍ଭବତୀଙ୍କୁ ସୁବିଧାରେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା, ସନ୍ତାନ ଜନ୍ମ ସମୟରେ ସର୍ବାଧିକ ସତର୍କତା ଅବଲମ୍ବନ କରିବା, ଟିକାଠାରୁ...

ସଂଖ୍ୟା ବୃଦ୍ଧିରୁ ସମସ୍ୟା

ରତନ ନାୟାର ଢେଙ୍କାନାଳ ଅଫିସ, ୨୧।୧୦: ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରେ ହରିଣଙ୍କ ସଂଖ୍ୟା ବୃଦ୍ଧି ଯଦିଓ ସକାରାତ୍ମକ ବାର୍ତ୍ତା ଦେଉଛି, ତେବେ ସୀମିତ...

ଆଖଣ୍ଡଳମଣିଙ୍କ ଲଗ୍ନ ମହୋତ୍ସବ ସମ୍ପନ୍ନ

ଆରଡି, ୧୮ା୫ (ଡି.ଏନ.ଏ.)-ଲକଡାଉନ ଯୋଗୁ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରାୟ ୨ ମାସ ହେଲା ବନ୍ଦ ରହିଛି। ଚଳିତ ମାସ...

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ ଗେଟ୍‌

ଭୁବନେଶ୍ୱର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍‌ ବୁଧବାର ଖୋଲିଛି । ତେବେ ପୂର୍ବରୁ ସବୁ ଗେଟ୍‌ ବନ୍ଦ ଥିବା ବେଳେ ଏବେ ୨...

ଡ୍ରେନ୍‌ ଭିତରେ ନବଜାତ ଶିଶୁପୁତ୍ରର ମୃତଦେହ

ବଲାଙ୍ଗୀର ଅଫିସ,୨୮।୧୨: ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ନିକଟ ସୁଲଭ ଶୌଚାଳୟ ଡ୍ରେନ ଭିତରୁ ଏକ ନବଜାତ ଶିଶୁପୁତ୍ର ମୃତଦେହ ଉଦ୍ଧାର କରାଯାଇଛ। ଶିଶୁଟିକୁ କେହି ଜଣେ...

Advertisement
Archives

Model This Week