Posted inଜାତୀୟ

ସୋନିଆ ଗାନ୍ଧୀଙ୍କୁ ବିଷକନ୍ୟା କହିଲେ ୟତନାଲ

ସୋନିଆ ଗାନ୍ଧୀଙ୍କୁ ବିଷକନ୍ୟା କହିଲେ ୟତନାଲ
ବେଙ୍ଗାଲୁରୁ,୨୮।୪: କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ସରଗରମ ହେଉଛି ଜାତୀୟ ରାଜନୀତି। ପରସ୍ପର ମଧ୍ୟରେ ଆରୋପ ପ୍ରତ୍ୟାରୋପ ବି ହେଉଛି ଜୋରଦାର। ଏହି କ୍ରମରେ ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମୋଦିଙ୍କ ଉପରେ ଖୁବ୍‌ ବର୍ଷିଥିଲେ। ସେ କହିଥିଲେ ଯେ, ମୋଦି ହେଉଛନ୍ତି ବିଷଧର ସାପ। ଏହାର ଜବାବରେ ଭାଜପା ବିଧାୟକ ବସନଗୌଡା ୟତନାଲ ସୋନିଆ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହେଉଛନ୍ତି ବିଷକନ୍ୟା।
ତେବେ ଭାଜପା ବିଧାୟକ ବସନଗୌଡା ସୋନିଆ ଗାନ୍ଧୀଙ୍କ ଉପରେ ଦେଇଥିବା ଟିପ୍ପଣୀକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲା। ସେ କହିଛନ୍ତି, ଭାଜପା ବିଧାୟକ ସୋନିଆ ଗାନ୍ଧୀଙ୍କୁ ବିଷକନ୍ୟା କହିଛନ୍ତି। ଗତକାଲି ଖାର୍ଗେଙ୍କ ବୟାନକୁ ନେଇ ଭାଜପା ଦେଶ ବ୍ୟାପୀ ବିରୋଧ କରିଥିଲା। କିନ୍ତୁ ସମ୍ମାନ ଦୃଷ୍ଟିରୁ ଖାର୍ଗେ ତାଙ୍କ ବୟାନକୁ ଫେରେଇ ନେଇଥିଲେ। କିନ୍ତୁ ଆଜି ଭାଜପା ବିଧାୟକଙ୍କ ଦ୍ୱାରା ଏପରି ଟିପ୍ପଣୀ ଦିଆଯାଇଛି। ତେବେ ଏ ବିଷୟରେ ମୋଦି ଏବଂ ଅମିତ୍‌ ଶାହା କ’ଣ ମନ୍ତବ୍ୟ ଦେବେ ତାହାକୁ ଦେଶ ଅପେକ୍ଷା କରିଛି ବୋଲି କହିଛନ୍ତି ଭୂପେଶ।
ଖାର୍ଗେଙ୍କ ବୟାନରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି ଯେ, ଆଜି ବି କିପରି କଂଗ୍ରେସ ବିଷ ଓକାଳୁଛି ତାକୁ ସାରା ଦେଶ ଦେଖୁଛି। ଏହି ଟିପ୍ପଣୀ ଦେଇ କଂଗ୍ରେସ ନିର୍ବାଚନରେ ହାରିଯିବ ବୋଲି ସୁନିଶ୍ଚିତ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?