ଯାତ୍ରା ଜଗତ ଉପରେ କାଳସାୟା: ଆଖିବୁଜିଲେ ଯାତ୍ରା ଖଳନାୟକ ଜ୍ଞାନ

ଭୁବନେଶ୍ୱର,୬।୧: ଯାତ୍ରା ଜଗତ ଉପରେ ସତେ ଯେମିତି ମୃତ୍ୟୁର କାଳସାୟା ବୁଲୁଛି।ଅକାଳରେ ଚାଲି ଯାଉଛି ଜୀବନ ପରେ ଜୀବନ। କିଛି ଦିନ ତଳେ ୨ଜଣ ହାସ୍ୟ କଳାକାର, ଜଣେ କଳାକାରଙ୍କ ଶିଶୁପୁତ୍ର ସମେତ ୩ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ମଙ୍ଗଳବାର ଆଉଜଣେ ଯାତ୍ରା ଖଳନାୟକଙ୍କ ଜୀବନ ଚାଲିଯାଇଛି। ସେ ହେଲେ ଜ୍ଞାନ ରଞ୍ଜନ ସାହୁ। ଜ୍ଞାନ ବର୍ଷେ ହେବ ଲିଭର ଜନିତ ରୋଗରେ ପୀଡ଼ିତ ଥିଲେ। ଧିରେ ଧିରେ ସେ ମଧ୍ୟ ଖୁବ ଦୁର୍ବଳ ହୋଇଯାଇଥିଲେ। ଶେଷରେ ତାଙ୍କର ମୁତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ହୋଇଥିଲା। ଏତେ କମ ବୟସରେ ତାଙ୍କ ମୃତ୍ୟୁ ପରେ ଯାତ୍ରା ଜଗତରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri