Posted inଜାତୀୟ

ଛାଡ଼ପତ୍ର ଆବେଦନ ପାଇଁ ବର୍ଷେ ଅଲଗା ରହିବା ଅସାମ୍ବିଧାନିକ ସର୍ତ୍ତ

ନୂଆଦିଲ୍ଲୀ,୧୦।୧୨: ବିବାହ ବିଚ୍ଛେଦ ଆଇନରେ ଆପୋସ ବୁଝାମଣାରେ ଛାଡ଼ପତ୍ର ଆବେଦନ କରିବା ଲାଗି ବର୍ଷେ କିମ୍ବା ତଦୂର୍ଦ୍ଧ୍ୱ ସମୟ ସ୍ବାମୀ ସ୍ତ୍ରୀ ଅଲଗା ରହିବା ଅସାମ୍ବିଧାନିକ ସର୍ତ୍ତ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଏହି ସର୍ତ୍ତ ମୌଳିକ ଅଧିକାରର ଉଲ୍ଲଂଘନ କରୁଥିବା ଜଷ୍ଟିସ୍‌ ଏ. ମହମ୍ମଦ ମୁସ୍ତାକ ଏବଂ ଶୋବା ଆନ୍ନାମ୍ମା ଏଆପେନ୍‌ଙ୍କ ଖଣ୍ଡପୀଠ କହିଛନ୍ତି। ବୈବାହିକ ବିବାଦରେ ସ୍ବାମୀ ସ୍ତ୍ରୀଙ୍କ ଭଲ ପାଇଁ ଦେଶରେ ସମାନ ବିବାହ ଅଧିନିୟମ କାର୍ଯ୍ୟକାରୀ କରିବା ଦିଗରେ କେନ୍ଦ୍ର ସରକାର ଗୁରୁତର ସହ ବିଚାର କରିବା ଆବଶ୍ୟକ ବୋଲି ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। ଧର୍ମ ଆଧାରରେ ପକ୍ଷଙ୍କୁ ପରସ୍ପରଠାରୁ ଅଲଗା ରହିବା ସର୍ତ୍ତ ରଖାଯାଇଛି। ଏକ ଧର୍ମନିରପେକ୍ଷ ରାଷ୍ଟ୍ରରେ ନାଗରିକମାନଙ୍କ ସାଧାରଣ କଲ୍ୟାଣକୁ ଆଇନଗତ ପ୍ରାଥମିକତା ମିଳିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି। ଛାଡ଼ପତ୍ର ଆଇନ, ୧୮୬୯ର ଧାରା ୧୦ଏ ଅନୁଯାୟୀ ସର୍ବନିମ୍ନ ୧ ବର୍ଷ ଅଲଗା ରହିବାକୁ ଏକ ଖ୍ରୀଷ୍ଟିଆନ ଦମ୍ପତିଙ୍କୁ କୁହାଯାଇଥିବାବେଳେ ଏହାକୁ ସେମାନେ କେରଳ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri