Posted inଜାତୀୟ

ସିଦ୍ଧାରମୈୟାଙ୍କ ବିରୋଧରେ ଅଭିଯୋଗ ଆଣିଲେ ୟେଦୁରପ୍ପା…

ବେଙ୍ଗାଲୁରୁ, ୨୩।୮ : କର୍ନାଟକରେ ଭାଜପାର ବରିଷ୍ଠ ନେତା ବି.ଏସ୍‌. ୟେଦୁରପ୍ପା ମଙ୍ଗଳବାର ମହୀଶୁରରେ ସାବରକର ରଥାଯାତ୍ରାର ଶୁଭାରମ୍ଭ କରିଛନ୍ତି। ବିନାୟକ ଦାମୋଦର ସବରକରଙ୍କ ଚିନ୍ତାଧାରା ଏବଂ କାର୍ଯ୍ୟ ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ରଥଯାତ୍ରାର ଉଦ୍ଦେଶ୍ୟ। ସବାରକର ଫାଉଣ୍ଡେଶନ ଦ୍ୱାରା ଆୟୋଜିତ ଏହି ରଥଯାତ୍ରା ଅଗଷ୍ଟ ୩୦ ପର୍ଯ୍ୟନ୍ତ ମହୀଶୂର, ମାଣ୍ଡ୍ୟ ଏବଂ ଚାମରାଜନଗର ଆଦି ଜିଲାରେ ଯାତ୍ରା କରିବ। ଏହି ଅବସରରେ ୟେଦୁରପ୍ପା ରାଜ୍ୟ ବିଧାନସଭାର ବିରୋଧୀ ଦଳ ନେତା ସିଦ୍ଧାରମୈୟାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ମହୀଶୂର ସିଦ୍ଧାରମୈୟାଙ୍କ ଘରୋଇ ଜନପଦ। ଏହା ସହିତ ସିଦ୍ଧାରମୈୟା ସାବରକରଙ୍କର ଜଣେ ଦୃଢ଼ ସମାଲୋଚକ।

ୟେଦୁରପ୍ପା କହିଛନ୍ତି ସାବରକର ଜଣେ ମହାନ ସ୍ବାଧୀନତା ସଂଗ୍ରାମୀ ଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ତାଙ୍କୁ ବୀର ଭାବେ ସମ୍ବୋଧନ କରିଥିଲେ। ମାତ୍ର କର୍ନାଟକରେ ତାଙ୍କ ବିରୋଧରେ ମିଥ୍ୟା ପ୍ରଚାର କରାଯାଉଛି। ରାଜନୀତି ପାଇଁ ତାଙ୍କୁ ବଦନାମ କରାଯାଉଥିବା ଅତ୍ୟନ୍ତ ଦୁଃଖର କଥା ବୋଲି ୟେଦୁରପ୍ପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ

ଚେନ୍ନାଇ,୭।୧୧: ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡଛି। ୨୦୧୫ ଠାରୁ ସବୁଠୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ରାସ୍ତାଘାଟ ଜଳମଗ୍ନ ହୋଇ...

ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ କ୍ୱାରାଣ୍ଟାଇନ୍‌ରେ

ବନ୍ଦାଓଁ,୧୩।୪: ଉତ୍ତରପ୍ରଦେଶ ବନ୍ଦାଉଁ ଜିଲାରେ ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ ଏବେ କ୍ୱାରାଣ୍ଟାଇନ୍‌ରେ। ଏଥିସହ ଉକ୍ତ ଗାଁର ସୀମାକୁ ମଧ୍ୟ ସିଲ୍‌ କରାଦିଆଯାଇଥିବା ଜଣାପଡ଼ିଛି।...

ଆର୍‌.କେ ପାଚୌରିଙ୍କ ପରଲୋକ

ନୂଆଦିଲ୍ଲୀ,୧୪।୨: ବିଶିଷ୍ଟ ପରିବେଶବିତ ତଥା ପୂର୍ବତନ ଶକ୍ତି ଓ ସମ୍ବଳ ପ୍ରତିଷ୍ଠାନ(ଟିଇଆରଆଇ)ର ମୁଖ୍ୟ ଆର.କେ ପାଚୌରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ...

ଦେଶଦ୍ରୋହ ଆଇନ ସମୀକ୍ଷାକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୧୧।୫: ଦେଶଦ୍ରୋହ ଆଇନର ସମୀକ୍ଷା ଲାଗି ମଙ୍ଗଳବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି। ତେବେ ସମୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ଏହି ଉପନିବେଶୀୟ ଆଇନରେ...

କୁଲଗାମ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ମୃତ

ନୂଆଦିଲ୍ଲୀ,୨୫ ।୭: ପାକିସ୍ତାନ ତା’ର ପ୍ରକୃତିରେ କେବେବି ପରିବର୍ତ୍ତନ କରୁନାହିଁ । ଜମ୍ମୁ-କଶ୍ମୀରର କୁଲଗାମରେ ପୁଣିଥରେ ଆତଙ୍କବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି । ହେଲେ ଏହାର...

‘କେବଳ ହିଜାବ୍‌ ଉପରେ କଟକଣା; ଓଢ଼ଣି, ପଗଡ଼ି କାହିଁକି ନୁହେଁ’

ବାଙ୍ଗାଲୁରୁ,୧୬।୨: ଶିକ୍ଷାନୁଷ୍ଠାନରେ ହିଜାବ କଟକଣା ପ୍ରସଙ୍ଗର ଶୁଣାଣି କରୁଥିବା କର୍ନାଟକ ହାଇକୋର୍ଟ ବୁଧବାର ମୁସଲିମ ଛାତ୍ରୀଙ୍କ ପକ୍ଷର ଉପସ୍ଥାପନା ଶୁଣିଛନ୍ତି। ମୁଖ୍ୟ ବିଚାରପତି ରିତୁ ରାଜ...

ଖୁବ୍‌ଶୀଘ୍ର ବଜାରକୁ ଆସିବ ନୂଆ ୧୦ ଟଙ୍କିଆ ନୋଟ

ନୂଆଦିଲ୍ଲୀ,୨୧।୫: ଖୁବ୍‌ ଶୀଘ୍ର ବଜାରକୁ ଆସିବାକୁ ଯାଉଛି ନୂଆ ୧୦ ଟଙ୍କିଆ ନୋଟ। ମହାତ୍ମା ଗାନ୍ଧୀଙ୍କ ନୂଆ ସିରିଜରେ ଏହି ୧୦ଟଙ୍କିଆ ନୋଟ ଜାରି କରାଯିବ...

ଜୁବୈରଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୫।୭: ଅଲ୍ଟ ନ୍ୟୁଜର ସହ-ପ୍ରତିଷ୍ଠାତା ମହମ୍ମଦ ଜୁବୈରଙ୍କୁ ଦିଲ୍ଲୀ ପଟିଆଲା ହାଉସ କୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ପଟିଆଲା କୋର୍ଟ ଏକ ମାମଲାର...

Advertisement
Archives

Model This Week