Posted inଜାତୀୟ

ରାଜନୀତି ଛାଡ଼ିବେ ୟେଦୁରପ୍ପା

ବେଙ୍ଗାଲୁରୁ,୨୩ା୭: କର୍ନାଟକର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା(୭୯) ସକ୍ରିୟ ରାଜନୀତି ଛାଡ଼ିବା ନେଇ ଶୁକ୍ରବାର ସଙ୍କେତ ଦେଇଛନ୍ତି। ସେ ତାଙ୍କ ପୁଅ ତଥା ରାଜ୍ୟ ଭାଜପା ଉପାଧ୍ୟକ୍ଷ ବି.ଓ୍ବାଇ. ବିଜୟେନ୍ଦ୍ରଙ୍କୁ ନିଜ ଶିକାରୀପୁରା ନିର୍ବାଚନମଣ୍ଡଳୀ ଛାଡ଼ିଦେଇଛନ୍ତି। ୨୦୨୩ ବିଧାନସଭା ନିର୍ବାଚନରେ ଉକ୍ତ ଆସନରୁ ବିଜୟେନ୍ଦ୍ର ଲଢ଼ିବେ ବୋଲି ୟେଦୁରପ୍ପା ସ୍ପଷ୍ଟ କରିଛନ୍ତି। ବିଜୟେନ୍ଦ୍ର ମହୀଶୂର ଅଞ୍ଚଳରୁ ପ୍ରତିଦ୍ୱନ୍ଦ୍ୱିତା କରିବେ କି ବୋଲି ତାଙ୍କ ସମର୍ଥକମାନେ ପ୍ରଶ୍ନ କରିବାରୁ ୟେଦୁରପ୍ପା କହିଛନ୍ତି, ମୁଁ ଶିକାରୀପୁରାରୁ ନିର୍ବାଚନ ଲଢ଼ିବି ନାହିଁ। ସେଠାରୁ ବିଜୟେନ୍ଦ୍ର ଲଢ଼ିବେ। ଶିକାରୀପୁରା ମତଦାତା ତାଙ୍କୁ ବିପୁଳ ଭୋଟରେ ବିଜୟୀ କରାନ୍ତୁ ବୋଲି ୟେଦୁରପ୍ପା ଯୋଡ଼ହସ୍ତରେ ନିବେଦନ କରିଛନ୍ତି। ପ୍ରକାଶ ଯେ, ବିଜୟେନ୍ଦ୍ରଙ୍କୁ ୨୦୨୦ ଜୁଲାଇରେ କର୍ନାଟକ ଭାଜପା ଉପାଧ୍ୟକ୍ଷ ନିଯୁକ୍ତ କରାଯାଇଥିଲା। ଏହା ପୂର୍ବରୁ ୨୦୧୮ ମେ’ ବିଧାନସଭା ନିର୍ବାଚନ ବେଳେ ଦଳ ବିଜୟେନ୍ଦ୍ରଙ୍କୁ ବରୁଣ ଆସନରୁ ଟିକେଟ ନ ଦେଇ ଭାଜପା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ନିଯୁକ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ...

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା...

ନିର୍ବାଚନ ପ୍ରଚାର ପାଇଁ ବଢିଲା ୪୦% ଘରୋଇ ବିମାନ ଚାହିଦା

ନୂଆଦିଲ୍ଲୀ,୧୬ା୪: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି। ଏଭଳି...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

ମୋଦିଙ୍କ ବିରୋଧରେ ଲଢିବେ ମୁସଲମାନ ପ୍ରାର୍ଥୀ

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଆଉ ୧୧ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ମାୟାବତୀ ମୈନପୁରୀ ଲୋକ ସଭା ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri