Posted inଫୁରସତ

ୟେ ହଲକଟ ଜୱାନୀ..ଗୀତରେ ଜବରଦସ୍ତ ଡ୍ୟାନ୍ସ କଲେ ଯୁବତୀ: ୨ ମିଲିୟନ୍‌ରୁ ଅଧିକଥର ଦେଖାଗଲାଣି ଏହି ଭିଡିଓ

ସୋସିଆଲ ମିଡିଆରେ ଡ୍ୟାନ୍ସ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଲୋକମାନେ ଏହିପରି ଭିଡିଓଗୁଡିକ ବହୁତ ପସନ୍ଦ କରନ୍ତି। ଆଜିକାଲି ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ ଯୁବତୀ ବଲିଉଡ ଗୀତରେ ନାଚୁଥିବା ନଜର ଆସିଛନ୍ତି। ଯୁବତ ଅଙ୍ଗଭଙ୍ଗୀ ଦେଖି ଲୋକମାନେ ଏହି ଭିଡିଓକୁ ବହୁତ ପସନ୍ଦ କରୁଛନ୍ତି।
ଭାଇରାଲ ହେଉଥିବା ଏହି ଭିଡିଓରେ ଜଣେ ଯୁବତୀ କଳା ରଙ୍ଗର ଶାଢି ପିନ୍ଧି ବଲିଉଡ ଗୀତ ‘ୟେ ହଲକଟ ଜୱାନୀ’ରେ ଜୋରଦାର ଡ୍ୟାନ୍ସ କରୁଛନ୍ତି। ତାଙ୍କର ଅଙ୍ଗଭଙ୍ଗୀ ଲୋକଙ୍କ ହୃଦୟକୁ ସ୍ପର୍ଶ କରିଛି। ଭିଡିଓଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ @bina_raut ନାମକ ଜଣେ ୟୁଜର୍ସ ଦ୍ୱାରା ସେୟାର କରାଯାଇଛି। ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୨ ମିଲିୟନରୁ ଅଧିକ ଲୋକ ପସନ୍ଦ କରିଛନ୍ତି। ଏଥିସହିତ ହଜାର ହଜାର ଲୋକ ମଧ୍ୟ କମେଣ୍ଟ ଦେଇଛନ୍ତି।

 

View this post on Instagram

 

A post shared by Bina Raut (@bina_raut)


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri