ଅଦିତିଙ୍କ ଡିଜିଟାଲ ଡେବ୍ୟୁ

ମୁମ୍ବାଇ: ଏକତା କପୁରଙ୍କ ୱେବ ସିରିଜ ‘ୟେ ଯାଦୁ ହେ ଜିନ କା’ ଫେମ ଟେଲିଭିଜନ ଆକ୍ଟ୍ରେସ୍ ଅଦିତି ଶର୍ମା ଖୁବ୍‌ଶୀଘ୍ର ଡିଜଟାଲ ଡେବ୍ୟୁ କରିବାକୁ ଯାଉଛନ୍ତି । ଅଦିତି ତାଙ୍କ ପ୍ରଶଂସକଙ୍କୁ ‘କଲିରେ’ ଓ ‘ୟେ ଯାଦୁ ହେ ଜିନ କା’ ଧାରାବାହିକ ମାଧ୍ୟମରେ ଖୁବ୍ ଏଣ୍ଟଟେନ୍ କରିଛନ୍ତି । ଏବେ ଅଦିତି ଏକତା କପୁରଙ୍କ ୱେବ ସିରିଜ ‘କ୍ରାସ’ ମାଧ୍ୟମରେ ଓଟିଟି ପ୍ଲାଟଫର୍ମରେ ପାଦ ରଖିବାକୁ ଯାଉଛନ୍ତି । ଏଥିରେ ସେ କାଜଲ ଭୂମିକାରେ ନଜର ଆସିବେ । ଏହି ସିରିଜ ଭଉଣୀ-ଭାଇ କାହାଣୀ ଉପରେ ଆଧାରିତ । ଏହାକୁ ନେଇ ଅଦିତି କହିଛନ୍ତି ମୋତେ କିଛି ନୂଆ ଏକ୍ସପ୍ଲୋର କରିବାର ଥିଲା । ଲକ୍‌ଡାଉନ ପରେ ଓଟିଟି ପ୍ଲାଟଫର୍ମ ଭଲ କରୁଥିବା ଦେଖାଯାଇଛି । ତେଣୁ ମୁଁ ଭାବିଲି ଏଭଳି ସୁଯୋଗକୁ ହାତଛଡା କରିବା କଥା ନୁହେଁ । ଏହାକୁ ନେଇ ଅଦିତି କୁହନ୍ତି କ୍ରାସରେ ଖୁବ୍ ଡ୍ରାମା ରହିଛି ଷ୍ଟୋରିଲାଇନ ଏମିତି ଯେ ଏଥିରେ ଶିବ୍‌ଲିଙ୍ଗସ ଅଲଗା ହୋଇ ଯାଉଛନ୍ତି ଆଉ ପୁଣି କେମିତି ଏକାଠି ହେଉଛନ୍ତି । ଏଥିରେ ମୁଁ କାଜଲ ଭୂମିକାରେ ଆସିବି ଯାହା ମୁଁ ପୂର୍ବର କେବେ କରି ନ ଥିଲି ବୋଲି ଅଦିତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?