ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ ନିକଟସ୍ଥ ମା’ ରତନେଶ୍ବରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବୈଶ୍ୟ ସମାଜର କେନ୍ଦ୍ରୀୟ ସଭାପତି ଦଣ୍ଡାସି ସାହୁ ମୁଖ୍ୟଅତିଥି, ତୈଳିକ ସମାଜର ଉପଦେଷ୍ଟା ଯୋଗୀ ସାହୁ, ମୁଖ୍ୟ ନିର୍ବାଚନ ଅଧିକାରୀ ଧର୍ମା ସାହୁ, ଉପସଭାପତି ପ୍ରଶାନ୍ତ ସାହୁ, ସଙ୍ଗଠନ ସମ୍ପାଦକ ନୀଳମଣି ସାହୁ, ସହ ସମ୍ପାଦକ ବିନୋଦ ସାହୁ, ସହ କୋଷାଧ୍ୟକ୍ଷ କ୍ରିଷ୍ଣା ସାହୁ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ବୈଶ୍ୟ ସମାଜର ସାଙ୍ଗଠନିକ ଅଭିବୃଦ୍ଧି ସମ୍ପର୍କରେ ସଭାରେ ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ ହୋଇଥିଲା। ୧୧ ସଭ୍ୟାସଭ୍ୟଙ୍କ ସମସ୍ୟା ସମ୍ପର୍କିତ ଅଭିଯୋଗ ବିଚାର ପାଇଁ ଗ୍ରହଣ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ଗ୍ରାମରୁ ଆସିଥିବା ୧୫୦ ଅସହାୟ ବୃଦ୍ଧାବୃଦ୍ଧଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା। ଅନ୍ୟାନ୍ୟ ଆଞ୍ଚଳିକ କମିଟି ସଭାପତି ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ମା’ଙ୍କ ପ୍ରତିମୂର୍ତ୍ତିରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର, ସକାଳୁ ଆସି ପୂଜାରୀ ଦେଖିଲେ…

ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ମା ’ ମହୁରୀ କାଳୁଆଙ୍କ ମନ୍ଦିର ଗର୍ଭଗୃହରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା…

ପିକ୍‌ଅପ୍‌ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ…

ମାର୍ଚ୍ଚ ୨ରୁ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା: ପ୍ରସ୍ତୁତି ସଭାରେ…       

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା ‘ ବାଙ୍କେଶ୍ୱରୀ ଙ୍କ ଦୋଳ ଯାତ୍ରା ନିମନ୍ତେ ମଙ୍ଗଳବାର ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ…

ସରକାରୀ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ: ଆନ୍ଦୋଳନରେ ସାମିଲ ହେଲେ…

ଛତ୍ରପୁର, ୨୭।୧(ଦିଲ୍ଲୀପ ସାମଲ): ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ଆହ୍ବାନରେ ମଙ୍ଗଳବାର ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri