ବିଲରୁ ହଳଦିଆ କଇଁଛ ଉଦ୍ଧାର

ଖଇରା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ବରପଦା ଗ୍ରାମ ନିକଟସ୍ଥ ଧାନବିଲରୁ ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି। ପରେ ଏହାକୁ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ପ୍ରଦୀପ କୁମାର ସାହୁ ମଙ୍ଗଳବାର ଜମିରେ କାମ କରୁଥିବା ବେଳେ ଏହି କଇଁଛକୁ ଦେଖି ସମିତିସଭ୍ୟ ମନୋଜ କୁମାର ରାଉତଙ୍କୁ ଖବର ଦେଇଥିଲେ। ସମିତିସଭ୍ୟ ବନ ବିଭାଗକୁ ଅବଗତ କରାଇଥିଲେ। ଏହି ବିରଳ ପ୍ରଜାତିର କଇଁଛ ଦେଖିବାକୁ ଲୋକ ଭିଡ ଜମାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୁକ୍ତଙ୍କ ସହପାଠୀଙ୍କୁ କ୍ରାଇମ୍‌ବ୍ରାଞ୍ଚର ପଚରାଉଚରା

ବ୍ରହ୍ମପୁର ଅଫିସ,୩ା୨:ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସଙ୍କ ବ୍ରହ୍ମପୁର ପୈତୃକ ବାସଭବନ, ଭଡ଼ା ଘର ଓ ତାଙ୍କ ସହପାଠୀଙ୍କୁ କ୍ରାଇମ୍‌ବ୍ରାଞ୍ଚ...

CORONAVIRUS UPDATE: ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୧୦ଜଣ ରହିଥିବା ବେଳେ ବାଲେଶ୍ୱର ୨,...

ଔଷଧ ଦୋକାନରେ ଗୁଟ୍‌ଖା, ସିଗାରେଟ୍‌ ବିକ୍ରି

ଭଦ୍ରକ ଅଫିସ, ୨୪।୪: ଔଷଧ ଦୋକାନରେ ବିକ୍ରି ହେଉଥିଲା ଗୁଟ୍‌ଖା ଓ ସିଗାରେଟ୍‌। ସ୍ଥାନୀୟ ପ୍ରଶାସନ ଓ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୩ ଜଣଙ୍କୁ...

ମହିଳାଙ୍କ ଠାରୁ ସୁନା ଚେନ୍‌ ଛଡ଼ାଇନେଲେ ଦୁର୍ବୃତ୍ତ, ଛୁରାମାଡ଼ରେ ଜଣେ ଗୁରୁତର

ବାଲେଶ୍ୱର ଅଫିସ,୨୯।୩: ବାଲେଶ୍ୱର ସହର ସିନେମା ଛକ ନିକଟସ୍ଥ ପ୍ରଜାପିତା ବ୍ରହ୍ମକୁମାରୀ ଆଶ୍ରମ ସମ୍ମୁଖରେ ଜଣେ ମହିଳା ସୋମବାର ପ୍ରାତଃ ଭ୍ରମଣ ପାଇଁ ଆସିଥିଲେ। ଏହି...

ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ଆଶଙ୍କା

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଏ...

ଆମ ଗଁା ଆମ ବିକାଶ ଯୋଜନାରେ ଚଞ୍ଚକତା: କ୍ଷେତ୍ରୀୟ ତଦନ୍ତ କଲେ ଅମ୍ବୁଡସ୍‌ମ୍ୟାନ

ଭଦ୍ରକ ଅଫିସ, ୧।୯- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଜନ୍ତୁଆଳି ଗ୍ରାମରେ ‘ଆମ ଗଁା ଆମ ବିକାଶ’ ଯୋଜନାରେ ୪ ଲକ୍ଷ...

ଜୀବନ ହେଲାଣି ଦୁର୍ବିଷହ, ସଟ୍‌ଡାଉନ୍‌ ହଟାଅ

ବଲାଙ୍ଗୀର ଅଫିସ/ଗୁଡଭେଲା, ୧୪ା୫ (ଡି.ଏନ୍‌.ଏ.)-ଗତ ମେ ୧ ତାରିଖ ଦିନ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ୍‌ ରୁଷୁଡା ପଞ୍ଚାୟତର ଲିଖିରିଆ ଗଁାର ଦୁଇଜଣ ପ୍ରବାସୀ ଶ୍ରମିକ...

ଉପକୂଳ ରାଜପଥ ନିର୍ମାଣକୁ ପ୍ରଫୁଲ ସାମନ୍ତରାଙ୍କ ବିରୋଧ: ସାମୁଦ୍ରିକ ପରିବେଶ ପାଇଁ ଘାତକ

ବ୍ରହ୍ମପୁର ଅଫିସ୍‌,୬।୧୨: ଗଞ୍ଜାମ ଜିଲା ଗୋପାଳପୁରଠାରୁ ଦୀଘା ପର୍ଯ୍ୟନ୍ତ ପ୍ରାୟ ୨୪୦ କି.ମି. ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ନିର୍ମାଣକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି ।...

Advertisement
Archives

Model This Week