ବାଲେଶ୍ୱର ପରେ ଭଦ୍ରକରୁ ଉଦ୍ଧାର ହେଲା ହଳଦିଆ କଇଁଛ

ଚାନ୍ଦବାଲି, ୧୦ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବେନ୍ତାଳପୁର ଗଁାର ଏକ ଚାଷ ଜମିରୁ ସୋମବାର ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି । ବେନ୍ତାଳପୁର ଗଁାର ଚାଷୀ ନିରାକର ମହାନ୍ତି ତାଙ୍କ ଜମିରେ ହଳ କରୁଥିବା ସମୟରେ ଏହି କଇଁଛକୁ ଧରିଥିଲେ। ଏହାକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଥିଲା ା ବନ ବିଭାଗ କର୍ମଚାରୀ ଗାଁରେ ପହଞ୍ଚି ଏହି କଇଁଛକୁ ଉଦ୍ଧାର କରିଛନ୍ତି । ବନ ବିଭାଗ ଏହାକୁ ନିଜ ହେପାଜତରେ ରଖିଛି ଓ ତାହାକୁ ବୈତରଣୀ ନଦୀରେ ଛଡ଼ାଯିବ ବୋଲି ଚାନ୍ଦବାଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ଗତ କିଛିଦିନ ତଳେ ବାଲେଶ୍ୱର ଜିଲାରୁ ହଳଦିଆ କଇଁଛ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ:ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟା ସରଳୀକରଣ ହେବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ରାଜ୍ୟର ୩୦ଟି ଯାକ ଜିଲାରେ ସମନ୍ବିତ ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରାଯିବା ସହ ଭିନ୍ନକ୍ଷମଙ୍କୁ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟାକୁ ସରଳୀକରଣ କରାଯିବ। ଅନ୍ତର୍ଜାତୀୟ...

ଶଟ୍‌ଡାଉନ୍‌ କରିଥିବା ସରପଞ୍ଚଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଛତ୍ରପୁର,୧୧ା୫(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତର ସରପଞ୍ଚ ଶାନ୍ତିଲତା ନାୟକଙ୍କ ସମୟୋଚିତ  ପଦକ୍ଷେପକୁ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି...

ଶକ୍ତିମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା ଅଧ୍ୟକ୍ଷ

ଭୁବନେଶ୍ୱର,୧୮।୮ (ବ୍ୟୁରୋ) : ଭାରତୀୟ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଇରେଡା)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ କୁମାର ଦାସ ସୋମବାର ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ...

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ...

କୃଷିଜାତ ସାମଗ୍ରୀ ପରିବହନରେ ଚାଷୀଙ୍କୁ ଯେପରି ଅସୁବିଧା ନ ହୁଏ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଚାଷୀମାନେ ଯେପରି ସେମାନଙ୍କର ଉତ୍ପାଦିତ ସାମଗ୍ରୀର ପରିବହନ ତଥା କୃଷି କାର୍ଯ୍ୟରେ କୌଣସି ଅସୁବିଧା ନ ହେବ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟିଦେବାକୁ...

୧୩ ତାରିଖ ଅପରାହ୍ନରେ ସାମାଜିକ ଗଣମାଧ୍ୟମରେ ଉତ୍ତର ରଖିବେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର,୯ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଚଳିତ ମାସ ୧୩ ତାରିଖ(ଗୁରୁବାର) ଅପରାହ୍ନ...

ବସ୍‌ ମାଡିଯିବାରୁ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି ସହର ଉପକଣ୍ଠ କୃଷି କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦିଲଖୁସ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ-ଓଡି୦୭ୱାଇ-୯୪୯୩)...

ରାଜଧାନୀରେ ଚାଞ୍ଚଲ୍ୟ: ମା’ଙ୍କୁ ଶାବଳରେ ପିଟି ପିଟି ହତ୍ୟା କଲେ ଦୁଇ ନାବାଳକ ପୁଅ

ଭୁବନେଶ୍ୱର,୧୭।୯(ବ୍ୟୁରୋ)- ରାଜଧାନୀ ଏୟାରଫିଲ୍ଡ ଥାନା ବେହେରାସାହି ଅର୍କିଡ ଆପାଟମେଣ୍ଟରେ ଗୁରୁବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା ହେଲେ ବିନୋଦିନୀ ମିଶ୍ର । ଘରୋଇ...

Coronavirus Update

Archives

Model This Week

Why Dharitri