୯ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୦।୩(ବି୍ୟରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ୯ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧ା୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ...

ନିଜେ ଭିଜିଲାନ୍ସ ଅଫିସର: ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଭବାନୀପାଟଣା,୩।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ମଳୟ ରଣାଙ୍କ...

ଜାଲ୍‌ ଜାତି ପ୍ରମାଣପତ୍ରରେ ନାମାଙ୍କନ

ବାଲିକୁଦା(ସ୍ବ.ପ୍ର.)/ଭୁବନେଶ୍ୱର(ବ୍ୟୁରୋ),୨୫ା୧: ଜଗତ୍‌ସିଂହପୁର ଜିଲା ବାଲିକୁଦା ୨ନଂ. ଜୋନ୍‌ରେ ଜିଲା ପରିଷଦ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ ଜାଲ୍‌ ଜାତିଗତ ପ୍ରମାଣପତ୍ର ଦିଆଯାଇଛି। ଏଭଳି...

ନିଲାମ ଖଣିର ଜଙ୍ଗଲ ଅନୁମତି ନେଇ ହୋଇନାହିଁ ଆବେଦନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ନିକଟରେ ନିଲାମ ହୋଇଥିବା କୌଣସି ଖଣିର ଜଙ୍ଗଲ ଅନୁମତି ସକାଶେ ରାଜ୍ୟ ସରକାର ଆବେଦନ କରିନାହାନ୍ତି। ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ସୋମବାର ବିଧାନସଭାରେ ଏନେଇ...

ସସ୍ମିତ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ନେତା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ସସ୍ମିତ ପାତ୍ର ଏବଂ ସୁଲତା ଦେଓଙ୍କୁ...

ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍‌ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ...

ଅଣନିଃଶ୍ୱାସୀ କରୁଛି ଆବର୍ଜନା ବୋଝ

ପୁରୀ ଅଫିସ, ୫ା୬: ବାତ୍ୟା ‘ଫନୀ’ ପରେ ବିଗିଡ଼ିଛି ପୁରୀ ଜିଲାର ପରିମଳ ବ୍ୟବସ୍ଥା। ଜଳ, ବାୟୁ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଇଛି। ଆବର୍ଜନା ବୋଝରେ...

ସାଲିଆ ସାହିରେ ରହୁଥିବା ଶାଳୀ ଘରେ ଲୁଚାଇଥିଲେ ୧.୪୧ କୋଟି ଟଙ୍କା, ୩୫ ଭରି ସୁନା

ଭୁବନେଶ୍ୱର,୯।୪(ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ସମ୍ପତ୍ତି...

Advertisement
Archives

Model This Week