୮ ଜିଲାରେ ଲଘୁଚାପ ବର୍ଷା ନେଇ ଏଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଦୁର୍ବଳ ହୋଇଯାଇଛି ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ତେବେ ଲଘୁଚାପ ଯୋଗୁ ମଙ୍ଗଳବାର ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହୋଇଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରାଞ୍ଚଳକୁ ୨.୨୪ କୋଟି

ଅନୁଗୋଳ ଅଫିସ, ୩୦।୬ କରୋନା ସମୟରେ ବେରୋଜଗାର ଓ ଶ୍ରମିକମାନଙ୍କୁ ରୋଜଗାର ଦେବାକୁ ସରକାର ବିଭିନ୍ନ ଯୋଜନା ଜରିଆରେ ଟଙ୍କା ବିନିଯୋଗ କରୁଥିବାବେଳେ ସହରାଞ୍ଚଳକୁ ଗୁରୁତ୍ୱ...

ମା’ ହତ୍ୟାକାରୀଙ୍କୁ ୧୦ ବର୍ଷ ଜେଲ

କେନ୍ଦୁଝର,୨୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାକାରୀ ହରିଚନ୍ଦନପୁର ବ୍ଲକ ରେବଣାପଳାସପାଳ...

CORONAVIRUS UPDATE: ୯୯ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୪୯

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ...

ୟୁନିୟନ୍‌ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ,୨୦।୩: ଘରୋଇ ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ରେ ରହିବ। ଏନେଇ କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କକୁ...

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ବିସ୍ତୃତ ତଦନ୍ତ ହେବ

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଟକ ନିର୍ଗୁଣ୍ଡି ପାଖରେ ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ବିସ୍ତୃତ ତଦନ୍ତ କରାଯିବ ବୋଲି ରେଲଓ୍ବେ ସେଫ୍‌ଟି କମିଶନର ଏ.କେ. ରାୟ ଶନିବାର କହିଛନ୍ତି।...

ଗାଁରେ ପହଞ୍ଚି ପାରିଲେନି: ଟ୍ରେନ୍‌ରେ ଆଖି ବୁଜିଲେ ସୁରଟ ଫେରନ୍ତା, ବ୍ରହ୍ମପୁର ଷ୍ଟେଶନରେ ପଡିରହିଛି ମୃତଦେହ

ଗଞ୍ଜାମ,୨୦।୪(ଡି.ଏନ୍‌.ଏ.): ବର୍ତ୍ତମାନ ସମୟରେ ସାରା ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବିସ୍ଫୋରକ ରୂପ ଧାରଣ କରିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌,...

ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡ୍‌ଲାଇନ୍‌ ଜାରି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସି ଏହି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପ୍ରଚାର ସମୟରେ ବହୁଜନ...

ଦୁର୍ନୀତିଖୋର ଅଧିକାରୀଙ୍କୁ ସୁରକ୍ଷା: ୧୫ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୪ା୧୦: ଯାଜପୁର ଜିଲା ଯୋଗାଣ ବିଭାଗ କର୍ତ୍ତୃପକ୍ଷ ଅଡିଟ୍‌ ରିପୋର୍ଟର ଅନୁପାଳନ କରିବାରେ କୁନ୍ଥକୁନ୍ଥ ହେଉଛନ୍ତି। ବିପୁଳ ପରିମାଣର ସରକାରୀ ଅର୍ଥ ହରିଲୁଟ କରିଥିବା...

Advertisement
Archives

Model This Week