୨୨ ପର୍ଯ୍ୟନ୍ତ ଗଞ୍ଜାମକୁ ଏଲୋ ୱାର୍ନିଂ

ବ୍ରହ୍ମପୁର,୧୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତନ ଠାରୁ ଦେଢ଼ କିମି ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ସାଗରର ଉପରେ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଶନିବାର ସାଠାରୁ ବ୍ରହ୍ମପୁର ସମେତ ଆଖପାଖ ଅଞ୍ଚଳରେ ମେଘୁଆ ପାଗ, ଘଡ଼ଘଡ଼ି, ବିଜୁଳିି ସହ ବର୍ଷା ଜାରି ରହିଛି । ଆସନ୍ତା ବୁଧବାର ପର୍ଯ୍ୟନ୍ତ ଗଞ୍ଜାମ ଜିଲାକୁ ଏଲୋ ୱାର୍ନିଂ ଜାରି ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

ମିନିବସ୍-ଟ୍ରକ ମଧ୍ୟରେ ଭୟଙ୍କର ଧକ୍କା, ୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯।୧: ଦକ୍ଷିଣ ଆଫ୍ରିକାରେ ଗୁରୁବାର ଦିନ ପୂର୍ବ କ୍ୱାଜୁଲୁ-ନାଟାଲ ପ୍ରଦେଶର ଡର୍ବାନ ସହର ନିକଟରେ ଏକ ମିନିବସ୍ ଏବଂ ଏକ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି…

ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…

ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି…

UGC New Rules: General, SC, ST, OBCଙ୍କ ପାଇଁ ହେଉ ଅଲଗା ଅଲଗା ହଷ୍ଟେଲ, ଶୁଣୁ ଶୁଣୁ କାହିଁକି ରାଗିଗଲେ CJI, କହିଲେ…

ନୂଆଦିଲ୍ଲୀ,୨୯।୧: ନୂତନ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ନିୟମକୁ ଗୁରୁବାର (ଜାନୁଆରୀ ୨୯, ୨୦୨୬)ରେ ଚ୍ୟାଲେଞ୍ଜ କରି ଏକ ଆବେଦନର ଶୁଣାଣି କରିବା ସମୟରେ, ବିଭିନ୍ନ ଜାତି…

୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ, ଦାଦନ ଶ୍ରମିକ ଭାବେ…

ତୁମୁଡିବନ୍ଧ,୨୯ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତର ସଭା ଗୃହରେ ୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।…

ପୁରୀରୁ ଫେରୁଥିବାବେଳେ କାର୍‌ ଦୁର୍ଘଟଣାଗ୍ରସ୍ତ: ଭିତରେ ଥିଲେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକଙ୍କ ସହ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ମୁଖ୍ୟ ରାସ୍ତା ବିଡ଼ିପୁର ନିକଟରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଭଞ୍ଜନଗର ରୋଟାରୀ କ୍ଲବ…

ଲୁଚି-ଛପି ଜେଲରୁ ହସ୍ପିଟାଲ ଗଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ଲାଇଟ ହୋଇଗଲା ବନ୍ଦ

ଇସଲାମାବାଦ,୨୯।୧: ପାକିସ୍ତାନରେ ବନ୍ଦୀ ଥିବା ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମ୍ପର୍କରେ ଏକ ବଡ଼ ଗୁମର ସାମ୍ନାକୁ ଆସିଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇମ୍ରାନ…

ମଲ୍ଲୀ ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲ୍ଲୀ ଜେନା ହତ୍ୟାକାଣ୍ଡ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri