Posted inଜାତୀୟ

ରାଜଧାନୀରେ ୟେଲୋ ଓ୍ବାର୍ନିଂ

ନୂଆଦିଲ୍ଲୀ,୨୮।୧୨: ଦେଶରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ମାମଲା ଦିନକୁ ଦିନ ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ରାଜଧାନୀ ଦିଲ୍ଲୀରେ ୟେଲୋ ଆଲର୍ଟ ଜାରି ହୋଇଛି ।
ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବରିଷ୍ଠ ଅଧିକାରୀଙ୍କ ସହ ମଙ୍ଗଳବାର ଏକ ଉଚ୍ଚ ସ୍ତରୀୟ ବୈଠକ ଡାକିଥିଲେ। ଏହି ବୈଠକରେ କୋଭିଡ୍‌ର ସ୍ଥିତି ବିଷୟରେ ଆଲୋଚନା କରିଥିଲେ। ତେବେ ଏହି ବୈଠକରେ ୟେଲୋ ଆଲର୍ଟ ଲାଗୁ ହେବା ନେଇ ନିଷ୍ପତ୍ତି ହୋଇଛି।

ରାତି ୧୦ ଟାରୁ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ଏହା ବ୍ୟତୀତ, ଅଡ ଇଭେନ ଅନୁଯାୟୀ ଦୋକାନଗୁଡିକ ସକାଳ ୧୦ଟାରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଥିରେ ଅତ୍ୟାବଶ୍ୟକ ସେବା କିମ୍ବା ସାମଗ୍ରୀ ସହିତ ଦୋକାନ ଏବଂ ମଲ ଅନ୍ତର୍ଭୁକ୍ତ ରହିବ। ଏଥି ସହିତ ୫୦% କ୍ଷମତା ସହିତ ରେଷ୍ଟୁରାଣ୍ଟ ଖୋଲାଯିବ। ସେହିପରି ପୁଣି ଥରେ ସିନେମା ହଲ, ମଲ୍ଟିପ୍ଲେକ୍ସ ବନ୍ଦ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ବିବାଦର ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ପିଟିଶନ: ମଧ୍ୟସ୍ଥ ନିଯୁକ୍ତି ସତ୍ତ୍ୱେ ଅଗ୍ରଗତି ନାହିଁ

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଅଯୋଧ୍ୟା ଜମି ବିବାଦର ସମାଧାନ ଲାଗି ସୁପ୍ରିମକୋର୍ଟ ପକ୍ଷରୁ ମଧ୍ୟସ୍ଥ ନିଯୁକ୍ତ କରାଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଏହାର ଫଇସଲା ହୋଇପାରି ନାହିଁ। ଏନେଇ...

ଚାଷୀଙ୍କୁ ବାର୍ଷିକ ୬ ହଜାର ଟଙ୍କା, ବଢ଼ିଲା ଅଙ୍ଗନୱାଡି କର୍ମୀଙ୍କ ଦରମା

ମୁମ୍ବାଇ,୯।୩: ମହାରାଷ୍ଟ୍ର ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ଅର୍ଥମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଗୁରୁବାର ବିଧାନସଭାରେ ରାଜ୍ୟର ବାର୍ଷିକ ବଜେଟ ୨୦୨୩-୨୪ ଉପସ୍ଥାପନ କରିଛନ୍ତି। ବଜେଟରେ ସରକାର...

ପ୍ରସିଦ୍ଧ କବି ରାହତ ଇନ୍ଦୋରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୧।୮: ପ୍ରସିଦ୍ଧ ଉର୍ଦ୍ଦୁ କବି ରାହତ ଇନ୍ଦୋରୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। କିଛି ଘଣ୍ଟା ତଳେ ସେ ନିଜ ଫେସବୁକ୍‌ ମାଧ୍ୟମରେ ଏହି...

ବିଜୟ ମାଲ୍ୟାଙ୍କୁ ୪ ମାସ ଜେଲ୍‌

ନୂଆଦିଲ୍ଲୀ,୧୧।୭: କୋର୍ଟ ଆଦେଶ ଅବମାନନା ମାମଲାରେ ସୋମବାର ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଚାରିମାସ ଦଣ୍ଡିତ କରିଛନ୍ତି ସୁପ୍ରିମକୋର୍ଟ। ଏହା ସହିତ ଦୁଇ ହଜାର ଟଙ୍କା...

ବିହାର ନିର୍ବାଚନ: ୬୦ ଆସନରେ ମୁସଲମାନ୍‌ ଭୋଟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପାଟନା, ୧୭।୧୦: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏବେ ରାଜ୍ୟରେ ରାଷ୍ଟ୍ରବାଦୀ ରାଜନୀତି ଆରମ୍ଭ ହୋଇଛି। ଫଳରେ ହିନ୍ଦୁ ମୁସଲମାନ୍‌ଙ୍କୁ ନେଇ ଭୋଟ...

ବିମାନବନ୍ଦରରୁ ୫୨ ଲକ୍ଷ ଟଙ୍କାର ସୁନା ଜବତ

ଲୁଧିଆନା,୧୪।୧୧: ଚଣ୍ଡିଗଡ଼ର ଶହୀଦ ଭଗତ ସିଂ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସୀମାଶୁଳ୍କ ଅଧିକାରୀମାନେ ଲକ୍ଷାଧିକ ଟଙ୍କାର ସୁନା ଜବତ କରିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଜଣେ...

ପାକିସ୍ତାନରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ନୂଆଦିଲ୍ଲୀ,୨ ।୩: ଶରଜାହାରୁ ଲକ୍ଷ୍ନୌ ଆସୁଥିବା ଏକ ଇଣ୍ଡିଗୋ ବିମାନ ମଙ୍ଗଳବାର ପାକିସ୍ତାନର କରାଚି ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି । ଏଥିରେ ଥିବା...

ଆତ୍ମହତ୍ୟା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତୁଣୀ

ବେଙ୍ଗାଲୁରୁ,୨୮।୧: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ୍‌ ୟେଦିୟୁରପ୍ପାଙ୍କ ନାତୁଣୀ ସୌନ୍ଦର୍ଯ୍ୟା ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ତାଙ୍କ ବାସଭବନରୁ ମୃତଦେହ ଜବତ...

Advertisement
Archives

Model This Week