ଯୋଗ ଓ ଆଣ୍ଠୁଗଣ୍ଠି ଯନ୍ତ୍ରଣା

କେବଳ ବୟସ ବଢ଼ିବା ନୁହେଁ, ଆଜିକାଲି ଅନେକ ଯୁବପିଢ଼ି ଆଣ୍ଠୁଗଣ୍ଠି ଯନ୍ତ୍ରଣାର ସମ୍ମୁଖୀନ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ଉପଶମ ପାଇବାର ଏକ ସରଳ ଉପାୟ ରହିଛି। ବାସ୍‌, ଏଥିପାଇଁ ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ। କେବଳ ନିଜର ଦୈନନ୍ଦିନ ଜୀବନ ତାଲିକାରେ ଯୋଗକୁ ସାମିଲ କରିଦିଅନ୍ତୁ ନା! ଏହାଦ୍ୱାରା ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ କେତେକାଂଶରେ ଲାଘବ ମିଳିଥାଏ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି। ‘ଯୋଗ ଓ ଆଣ୍ଠୁଗଣ୍ଠି ଯନ୍ତ୍ରଣା’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ୍‌ ସିଡ୍‌ନୀର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଆଣ୍ଠୁଗଣ୍ଠି ଯନ୍ତ୍ରଣା ସହ ଜଡ଼ିତ କିଛି ବ୍ୟକ୍ତିଙ୍କୁ ଏହାର ପରିସରଭୁକ୍ତ କରାଯାଇ ସେମାନଙ୍କୁ ନିୟମିତ କିଛି ସମୟ ଯୋଗ କରିବାକୁ ପରାମର୍ଶ ଦିଆଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ଏହାଦ୍ୱାରା କେତେକ ବ୍ୟକ୍ତି ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ କେତେକାଂଶରେ ଉପଶମ ଲାଭ କରୁଥିବାର ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଜାଣିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀରରେ ଏହାକୁ ମିଶାଇ ପିଅନ୍ତୁ, ଦୂରହେବ ଆଣ୍ଠୁଗଣ୍ଠି ସମସ୍ୟା

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ...

ଭେଣ୍ଡି ଦୋପିଆଜା

ଆବଶ୍ୟକ ସାମଗ୍ରୀ: ଭେଣ୍ଡି- ୫୦୦ଗ୍ରାମ୍‌, ଅଦା- ୧ ଇଞ୍ଚ, ପିଆଜ- ୨ଟି ବଡ଼, ଜିରା- ୧ ଚାମଚ, ହଳଦୀ ଗୁଣ୍ଡ- ଅଧା ଚାମଚ, ଲଙ୍କା ଗୁଣ୍ଡ...

ଥାଇରଏଡ ରୋଗରୁ ମୁକ୍ତି ପାଇବା ପାଇଁ, ଆପଣାନ୍ତୁ ଏହି ଘରୋଇ ଉପଚାର

ଥଣ୍ଡା ଦିନରେ ଥାଇରଏଡ ରୋଗୀମାନେ ଅନେକ ପ୍ରକାର ଅସୁବିଧାର ସମ୍ମୁଖିନ ହୋଇଥାନ୍ତି। ଏହି ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାଚୀନ ଆୟୁର୍ବେଦିକ ଉପାୟରୁ ଆମେ ଘରେ...

ନିୟମିତ ଡାଳିମ୍ବ ଖାଇଲେ ହେବ ନାହିଁ ଏହି ଦୁଇ ମାରାତ୍ମକ ରୋଗ

ବର୍ତ୍ତମାନ ସମୟରେ ଅଧିକାଂଶ ଲୋକ ଜଙ୍କ୍‌ଫୁଡ୍‌ ତଥା ବାହାର ଖାଦ୍ୟ ଉପରେ ନିର୍ଭରଶୀଳ। ଫଳରେ ଏହା ଆମ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପକାଇଥାଏ। ତେଣୁ ଉତ୍ତମ...

ଜୀବନରେ ଖରାପ ସମୟ ଚାଲିଛି କି.. ଆପଣାନ୍ତୁ ଚାଣକ୍ୟଙ୍କ ଏହି ୫ ଉପାୟ; ହେବେ ସଫଳ

ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଖରାପ ସମୟ ଆସିଲେ ବ୍ୟକ୍ତିକୁ ପ୍ରଥମେ ନିଜର ଭୟକୁ ଦୂର କରିବାକୁ ପଡିବ। କାରଣ ଭୟ ଆମକୁ ଦୁର୍ବଳ କରିଦିଏ ଏବଂ...

ସୂର୍ଯ୍ୟ ରାଇଜର ଝଡ଼

ଆମର ତାରା ସୂର୍ଯ୍ୟ ପୃଥିବୀରେ ସକଳ ଶକ୍ତିର ଆଧାର । ମାତ୍ର ସୂର୍ଯ୍ୟ ବେଳେବେଳେ ଅଶାନ୍ତ ହୋଇ ଅତି ସକ୍ରିୟ ହୋଇଉଠେ। ସୂର୍ଯ୍ୟପୃଷ୍ଠରେ ଶକ୍ତିଶାଳୀ ଝଡ଼ମାନ...

ଜାଣନ୍ତୁ କାହିଁକି ଦିଏ ହାକୁଟି

ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ଅନେକ ସମୟରେ ଚିନ୍ତା କରିବା ଫଳରେ ହାକୁଟି...

ଖାଇବା ପରେ..

ଖାଇବା ପରେ ଏପରି କାମ କରନ୍ତୁ ନାହିଁ, ଯାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିବ । ଜାଣନ୍ତୁ ସେ ସମ୍ପର୍କରେ… ଆମେ ଖାଦ୍ୟ ଖାଇବା...

Advertisement


Archives

Model This Week

Why Dharitri