ଯୋଗ ଓ ଆଣ୍ଠୁଗଣ୍ଠି ଯନ୍ତ୍ରଣା

କେବଳ ବୟସ ବଢ଼ିବା ନୁହେଁ, ଆଜିକାଲି ଅନେକ ଯୁବପିଢ଼ି ଆଣ୍ଠୁଗଣ୍ଠି ଯନ୍ତ୍ରଣାର ସମ୍ମୁଖୀନ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ଉପଶମ ପାଇବାର ଏକ ସରଳ ଉପାୟ ରହିଛି। ବାସ୍‌, ଏଥିପାଇଁ ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ। କେବଳ ନିଜର ଦୈନନ୍ଦିନ ଜୀବନ ତାଲିକାରେ ଯୋଗକୁ ସାମିଲ କରିଦିଅନ୍ତୁ ନା! ଏହାଦ୍ୱାରା ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ କେତେକାଂଶରେ ଲାଘବ ମିଳିଥାଏ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି। ‘ଯୋଗ ଓ ଆଣ୍ଠୁଗଣ୍ଠି ଯନ୍ତ୍ରଣା’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ୍‌ ସିଡ୍‌ନୀର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଆଣ୍ଠୁଗଣ୍ଠି ଯନ୍ତ୍ରଣା ସହ ଜଡ଼ିତ କିଛି ବ୍ୟକ୍ତିଙ୍କୁ ଏହାର ପରିସରଭୁକ୍ତ କରାଯାଇ ସେମାନଙ୍କୁ ନିୟମିତ କିଛି ସମୟ ଯୋଗ କରିବାକୁ ପରାମର୍ଶ ଦିଆଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ଏହାଦ୍ୱାରା କେତେକ ବ୍ୟକ୍ତି ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ କେତେକାଂଶରେ ଉପଶମ ଲାଭ କରୁଥିବାର ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଜାଣିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ଦିନ ହେଲା କାଶ ଲାଗିରହିଛି କି, ସତର୍କ ହୋଇଯାନ୍ତୁ

ଚିକିତ୍ସକଙ୍କ ମତରେ, କାଶ କୌଣସି ରୋଗ ନୁହେଁ ବରଂ ଏହା ଶରୀରର ସାମାନ୍ୟ ପ୍ରତିକ୍ରିୟା ଅଥବା କୌଣସି ରୋଗର ସଂକେତ। ତେଣୁ କାଶକୁ ଅଣଦେଖା କରିବା...

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି…

ସକାଳେ ଗୁଡ଼ପାଣି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଏହାକୁ ପିଇଲେ ଫୁସ୍‌ଫୁସ୍‌ର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ବାୟୁ ପ୍ରଦୂଷଣରେ ଏହା ଶରୀର ପାଇଁ ଏକ ସୁରକ୍ଷା...

ଅଣ୍ଟା ବ୍ୟଥା ହେଉଥିଲେ..

ଅଣ୍ଟା ବ୍ୟଥା ହେଉଥିଲେ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ। ହେଲେ ଏପରି କେତେକ ଘରୋଇ ଉପଚାର ରହିଛି ଯାହାକୁ ଆପଣେଇ ପାରିଲେ ଏଥିରୁ...

ଫାଷ୍ଟଫୁଡ୍‌ ଖାଉଥିଲେ କିଛି କଥା ପ୍ରତି ଦିଅନ୍ତୁ ଧ୍ୟାନ, ରହିବେ ସୁସ୍ଥ

ବଜାରରେ ମିଳୁଥିବା ଫାଷ୍ଟଫୁଡ୍‌ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା ପାଟିକୁ ସୁଆଦିଆ ମାତ୍ର ଦେହ ପ୍ରତି କ୍ଷତିକାରକ। ଫାଷ୍ଟଫୁଡ୍‌ ଖାଇବା ପରେ କିଛି...

ଗର୍ଭରେ କ’ଣ କରିଥାନ୍ତି ଶିଶୁ: ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଜନ୍ମ ହେବା ପୂର୍ବରୁ ଶିଶୁ ମା’ ଗର୍ଭରୁ ବହୁତ କିଛି ସିଖିଥାଏ। ଏହି ସମୟରେ ମା’ ଯେମିତି ଶିଶୁକୁ ଜନ୍ମ ଦେବାକୁ ଚାହିଁ ବସିଥାଏ ଶିଶୁ...

ଏସବୁ ସ୍ବାସ୍ଥ୍ୟ ସମସ୍ୟା ଦୂର କରେ ଜାମୁକୋଳି

ଜାମୁକୋଳି ଦେଖିବାକୁ ଯେତିକି ସୁନ୍ଦର ସେତିକି ସ୍ବାଦିଷ୍ଟ ମଧ୍ୟ। ଏହା ବର୍ତ୍ତମାନ ବଜାରରେ ପ୍ରଚୁର ପରିମାଣରେ ମିଳୁଛି। ଯାହାକି ସ୍ବାସ୍ଥ୍ୟ ପକ୍ଷେ ବହୁ ଉପକାରୀ। ଏଥିରେ...

ଏସବୁ ରୋଗରୁ ମୁକ୍ତି ଲାଗି ଖାଦ୍ୟରେ ସାମିଲ କରନ୍ତୁ ମାଛ

ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ପ୍ରତିଦିନ ଖାଦ୍ୟରେ ମାଛ ସାମିଲ କଲେ ଅନେକ ରୋଗରୁ ମୁକ୍ତି ମିଳିଥାଏ। ଏଥିରେ ଅନେକ ପୌଷ୍ଟିକ ତତ୍ତ୍ୱ...

ଉପବାସ କରୁଥିଲେ…

କେତେକ ପୂଜା ପାର୍ବଣରେ ଉପବାସ ରହିଲେ ତାହା ମନକୁ ଶାନ୍ତି ଦେବା ସହ ମନରେ ଆଧ୍ୟାତ୍ମିକ ଭାବନା ଜାଗ୍ରତ କରିଥାଏ ବୋଲି ଅନେକେ ବିଶ୍ୱାସ କରନ୍ତି।...

Advertisement
Archives

Model This Week