ବାଣୀବିହାରରେ ପୁଣି ଆରମ୍ଭ ହେବ ଯୋଗ ବିଭାଗ

ଭୁବନେଶ୍ୱର,୨୧।୬: ଜୁନ ୨୧ରେ କେବଳ ଆମ ରାଜ୍ୟରେ ନୁହେଁ ସାରା ଦେଶରେ ଅର୍ନ୍ତଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ତେବେ ଏନେଇ ସରକାର ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବାକୁ ଯାଉଛି ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ଏହି ବିଭାଗ । ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ ପୁଣିଥରେ ବାଣୀବିହାରରେ ଯୋଗ ବିଭାଗ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ଦେଇଛନ୍ତି କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ପରେ ଖୁବଶୀଘ୍ର ନିଷ୍ପତ୍ତିି ନିଆଯିବ ବୋଲି କହିଛନ୍ତି ସୂରଜ ।


Enter your email to get our daily news in your inbox.

All Right Reserved By Dharitri.Com

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri