ନୀରୋଗ ରହିବା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା): ଶିକ୍ଷା ଓ ଅନୁସନ୍ଧାନ ଡିମଡ୍‌ ଟୁ ବି ୟୁନିଭରସିଟି ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏ ଅବସରରେ ଉଭୟ ଶାରିରୀକ ଓ ମାନସିକ ସୁସ୍ଥତା କ୍ଷେତ୍ରରେ ଯୋଗର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ପ୍ରକାଶ ପାଇଥିଲା। ଯୋଗ ପ୍ରଶିକ୍ଷକ ଅଖିଳ ଚନ୍ଦ୍ର ରଣାଙ୍କ ଦ୍ୱାରା ଯୋଗ ଶିବବିର ପରିଚାଳନା କରାଯାଇଥିବାବେଳେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଥିଲେ। ସୋଆର ହେଲଥ୍‌ ସାଇନ୍ସର ମୁଖ୍ୟ ପରାମର୍ଶଦାତା ତଥା ନ୍ୟୁରୋ ସର୍ଜନ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର, ପ୍ରଫେସର ଜ୍ୟୋତିରଞ୍ଜନ ମହାପାତ୍ର, ଡା. କମଳ ଲୋଚନ ମହନ୍ତ, ଏନଏସଏସ୍ର ୟୁଥ୍‌ ଅଫିସର୍‌ ଅଜିତ୍‌ କୁଶଓ୍ବାହ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଡା. ଶ୍ୟାମଳେନ୍ଦୁ ତ୍ରିପାଠୀ, କୁମାର ସମ୍ଭବ ଗିରି ଏବଂ ଡା. ମୋଉ ରାୟ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri