ଯୋଗ କରୋନା ଲଢ଼େଇରେ  ଗୁରୁତ୍ୱପୂର୍ଣ୍ଣ…

ସମ୍ପ୍ରତି କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପ୍ରାକୃତିକ ଉପାୟରେ ଶୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ନେଇ ଲୋକଙ୍କ ମଧ୍ୟରେ ଯୋଗାଭ୍ୟାସ ପ୍ରତି ଆଗ୍ରହ ସୃଷ୍ଟି ହୋଇଛି। ପ୍ରାଣାୟାମ ଦ୍ୱାରା ଶରୀରରେ ଅମ୍ଳଜାନସ୍ତରକୁ ସ୍ବାଭାବିକ କରିବା ନେଇ ଚିକିତ୍ସକମାନେ ପରାମର୍ଶ ଦେଉଛନ୍ତି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲକ୍‌ଡାଉନ୍‌ ଜାରି ହୋଇଥିବାବେଳେ ବାହ୍ୟ କାର୍ଯ୍ୟ କଳାପରେ ଅଙ୍କୁଶ ଲାଗିଛି। ଫଳରେ ଘରେ ରହି ସୁସ୍ବାସ୍ଥ୍ୟକୁ ବଜାୟ ରଖିବା ସହିତ ଶରୀର ରକ୍ଷାର ଶ୍ରେଷ୍ଠତମ କାର୍ଯ୍ୟ ଭାବେ ଯୋଗ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ବିଭିନ୍ନ ଯୋଗ ମୁଦ୍ରା ଦ୍ୱାରା ଶରୀରର ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକର କାର୍ଯ୍ୟକୁ ସୁନିୟନ୍ତ୍ରିତ କରିବାକୁ ଚିକିତ୍ସକମାନେ ପରାମର୍ଶ ଦେଉଛନ୍ତି। ଅନୁଲୋମ ବିଲୋମ ଦ୍ୱାରା ଲୋକେ ନିଜର ମାନସିକସ୍ତରକୁ ସଶକ୍ତ କରି ପାରୁଛନ୍ତି। ଫଳରେ ଅବସାଦ ଦୂର ହେବା ସହିତ ହାର୍ଟ ସ୍ବାଭାବିକ ଭାବେ କାର୍ଯ୍ୟକ୍ଷମ ହୋଇପାରୁଛି। ଦୀର୍ଘଶ୍ୱାସ ବ୍ୟାୟାମ କରିବାକୁ ଚିକିତ୍ସକମାନେ କହୁଛନ୍ତି। ଏହାଦ୍ୱାରା ଫୁସ୍‌ଫୁସ୍‌ କୋଷିକା ସୁଦୃଢ଼ ହେବା ସହିତ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ଶରୀରରେ ଅମ୍ଳଜାନସ୍ତର ସ୍ବାଭାବିକ ହୋଇପାରିଥାଏ ବୋଲି କରୋନା ଆକ୍ରାନ୍ତଙ୍କ ସମେତ ସୁସ୍ଥ ଲୋକଙ୍କୁ ଅବଗତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri