ଉପକାରୀ ଯୋଗ

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜକୁ ସୁସ୍ଥ ରଖିବା ହେଉଛି ବଡ଼ କଥା। କାରଣ ଅନେକେ କାର୍ଯ୍ୟବ୍ୟସ୍ତତା ଭିତରେ ନିଜ ଶରୀର ପ୍ରତି ଆବଶ୍ୟକ ମୁତାବକ ଦୃଷ୍ଟି ଦେବାକୁ ଭୁଲି ଯାଇଥାଆନ୍ତି। ଫଳରେ ସେମାନେ କେତେକ ରୋଗର ଶିକାର ହୋଇଥାଆନ୍ତି। ତେବେ ଏ କ୍ଷେତ୍ରରେ ଯୋଗର ଭୂମିକା ମଧ୍ୟ ରହିଛି। ଜଣେ ବ୍ୟକ୍ତି ଦିନତମାମ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସକାଳୁ ଅତିକମ୍‌ରେ ଅଧଘଣ୍ଟାଏ ଚାଲିବା ଦରକାର। ଏହାବ୍ୟତୀତ ବ୍ୟାୟାମ ଏବଂ ଯୋଗକୁ ନିଜର ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରନ୍ତୁ। ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ନିୟମିତ ଯୋଗ କରିବା ଦ୍ୱାରା ଆମ ଶରୀରର ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ମଜଭୁତ୍‌ ହୋଇଥାଏ। ଶରୀରରେ ରକ୍ତ ସଞ୍ଚାଳନ ମଧ୍ୟ ଠିକ୍‌ ଭାବେ ହୋଇଥାଏ। ତା’ସହ ଆମ ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକ ମଜଭୁତ ରହିଥାଏ। ଆଉ ଏକ ଖାସ୍‌ କଥା ହେଲା ଯୋଗ କରିବା ଦ୍ୱାରା ରକ୍ତଚାପ ସନ୍ତୁଳିତ ରହିଥାଏ। ଅନେକ ସମୟରେ ଅଧିକାଂଶ ଲୋକ ଚାପରେ ରହିବା ଯୋଗୁ ନିଦ୍ରାହୀନତାର ଶିକାର ହୁଅନ୍ତି। ତେଣୁ ଏହାକୁ ଦୂରେଇବାକୁ ହେଲେ, ଯୋଗ କରିପାରନ୍ତି। ତେବେ ଯୋଗ କରିବା ପୂର୍ବରୁ ଯୋଗ ଏକ୍ସପର୍ଟଙ୍କ ସହ ବିଶଦ ଭାବରେ ଆଲୋଚନା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?