‘ଉତ୍ତମ ଶରୀର ଗଠନରେ ଯୋଗ ମାଧ୍ୟମ’

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ସାରା ବିଶ୍ୱରେ ଆଜିର ଦିନରେ ଯୋଗ ଦିବସ ପାଳନ ହେଉଥିବା ବେଳେ ଗଞ୍ଜାମ ସହର ତହସିଲ କାର୍ଯ୍ୟାଳୟସ୍ଥିତ ଇଣ୍ଡୋର ଷ୍ଟାଡିଅମଠାରେ ଯୋଗ ଦିବସ ପାଳନ କରାଯାଇଛି। ବିଡିଓ ବସନ୍ତ ମଲିକ, ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଏନ୍‌ଏସି ଅଧ୍ୟକ୍ଷା ପ୍ରତିଭା ପାଢ଼ୀ,ମଲାଡ଼ ସରପଞ୍ଚ ମମତା ବେହେରା,ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା, କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ପଣ୍ଡା, ହିସାବ ରକ୍ଷକ ଦୀପ୍ତିରଞ୍ଜନ ପୃଷ୍ଟି, ସିଏମ୍‌ଏମ୍‌ ଭାଗ୍ୟଶ୍ରୀ ନାୟକ, ସରପଞ୍ଚ ପ୍ରତିନିଧି ସୁଦାମ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। କାମଧେନୁ ସେବା ସମିତି ସମ୍ପାଦକ ଟୁନା ମହାରଣା ଉପସ୍ଥିତ ରହି ଏସ୍‌ଏଚ୍‌ଜି, ଅଙ୍ଗନଓ୍ବାଡି କର୍ମୀ, ବ୍ଲକ, ତହସିଲ, ଏନ୍‌ଏସି କର୍ମଚାରୀମାନଙ୍କୁ ଯୋଗାଭ୍ୟାସ କରାଇଥିଲେ। ନିରୋଗ ତଥା ଉତ୍ତମ ଶରୀର ଗଠନ ନିମନ୍ତେ ଯୋଗ ହେଉଛି ମାଧ୍ୟମ ଏବଂ ଯୋଗାଭ୍ୟାସ ହିଁ ପ୍ରକୃତ ଔଷଧ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ l ବ୍ଲକ ସମ୍ପ୍ରସାରଣ ଅଧିକାରୀ ଅପର୍ଣ୍ଣା ଅଭିଲିପ୍ସା, ବ୍ରଜ କିଶୋର ବେହେରା ପ୍ରମୁଖ ସହଯୋଗ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri