ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ଯୋଗ

ଭୁବନେଶ୍ୱର,୨୧ା୬: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଦିବସରେ ସାମିଲ ହୋଇ ଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ କଲେ ଶରୀର ସୁସ୍ଥ ରହିଥାଏ। ଯୋଗ ଗୋଟିଏ ଦିନ ନୁହେଁ ସବୁଦିନ କରିବା ଉଚିତ। ଏଥିସହିତ ସେ କହିଛନ୍ତି, ଯୋଗ ନୂଆ ଏବଂ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri