ସକାରାତ୍ମକ ମାନସିକତା ରଖିବ ଯୋଗ

ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖିବା ସହଜ ନୁହେଁ। ତଥାପି ଅନେକେ ଏ କ୍ଷେତ୍ରରେ ସଫଳ ହୋଇଥାଆନ୍ତି। ଅବଶ୍ୟ ଏଥିନେଇ କେତୋଟି ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ଅନ୍ୟପକ୍ଷରେ ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି ଯେ, ଯଦି ଜଣେ ବ୍ୟକ୍ତି ନିୟମିତ ଯୋଗ କରନ୍ତି, ତେବେ ସେ ନିଜର ମାନସିକତାକୁ ଅନେକାଂଶରେ ସକାରାତ୍ମକ ରଖିପାରିବେ। ‘ସକାରାତ୍ମକ ମାନସିକତା ଏବଂ ଯୋଗ’ ବିଷୟକୁ ନେଇ ନିକଟରେ ଟୋକିଓ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ସମୟ ଯୋଗ କରିବାକୁ ପରାମର୍ଶ ଦିଆଯାଇଥିଲା। କେବଳ ସେତିକି ନୁହେଁ, ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ମାନସିକତା ଉପରେ ପଡୁଛି ତାହାକୁ ତନ୍ନ ତନ୍ନ କରି ସେମାନେ ତର୍ଜମା କରିଥିଲେ। ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ପ୍ରାୟ ୪୫ ପ୍ରତିଶତ ବ୍ୟକ୍ତିଙ୍କର ମାନସିକତା ଏହାଦ୍ୱାରା ସକାରାତ୍ମକ ରହୁଥିଲା ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ କଥା ମନେ ରଖନ୍ତୁ, ଜୀବନରେ କେବେ ହେବେ ନାହିଁ ଦରିଦ୍ର

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ...

ଖରାଦିନେ ଚର୍ମ ସମସ୍ୟା ଦେଖାଯାଉଛି କି, ଆଲୋଭେରା ସହ ଏହି ଜିନିଷ ମିଶାଇ ଲଗାନ୍ତୁ

ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ଚର୍ମ ସମସ୍ୟା ଆରମ୍ଭ ହୋଇଯାଏ। ଟାଣ ଖରା, ଝାଳ ଏବଂ ଆର୍ଦ୍ରତା ଚର୍ମକୁ ଶୁଷ୍କ କରିଥାଏ। ଯାହାଦ୍ୱାରା ଦେହ କୁଣ୍ଡାଇ...

ସାବଧାନ! ହାର୍ଟ ପାଇଁ ସବୁଠୁ ବିପଦ ବଢୁଥିବା ତାପମାତ୍ରା, ଅବଲମ୍ବନ କରନ୍ତୁ ଏହି ଉପାୟ

ଜଳବାୟୁ ପରିବର୍ତ୍ତନ ଏକ ଗମ୍ଭୀର ସମସ୍ୟା ପାଲଟିଛି। ବୃଦ୍ଧି ପାଉଥିବା ତାପମାତ୍ରା, ଅସନ୍ତୁଳିତ ପାଗ ଏବଂ ପ୍ରଦୂଷଣ କେବଳ ପରିବେଶକୁ ପ୍ରଭାବିତ କରୁନାହିଁ ବରଂ ଆମ...

ଏହି ୬ ଅଭ୍ୟାସ କରିଦେବ ଦରିଦ୍ର

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

ମାଛ କଣ୍ଟା ଲାଗିଥିଲେ କ’ଣ କରିବେ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଅନେ କଷ୍ଟ ହୋଇଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼ିଥାଏ।...

ଏସବୁ ଖାଇଲେ ନିିୟନ୍ତ୍ରଣରେ ରହିବ ଡାଇବେଟିସ୍‌: ସ୍ବାସ୍ଥ୍ୟ ବିଶେଷଜ୍ଞ

ଡାଇବେଟିସ୍‌ ବା ମଧୁମେହ ରୋଗୀ ଯେହେତୁ ନିଜର ବ୍ଲଡ୍‌ ସୁଗାରକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇପାରି ନ ଥାନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି...

ଭାରତ ଆସିଲା ଓଜନ କମାଇବା ଇଞ୍ଜେକ୍‌ଶନ୍‌

ନୂଆଦିଲ୍ଲୀ,୨୧ା୩: ଆମେରିକୀୟ ମଲ୍ଟି ନ୍ୟାଶନାଲ ଫାର୍ମାସ୍ୟୁଟିକାଲ କମ୍ପାନୀ ଏଲି ଲିଲୀ ପକ୍ଷରୁ ଗୁରୁବାର ଭାରତରେ ମେଦ ବହୁଳତା ଏବଂ ଟାଇପ୍‌ ୨ ମଧୁମେହ ପାଇଁ ‘ମୌନଜାରୋ’...

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri