Posted inଖେଳ

ଏସିଆ ଅଲିମ୍ପିକ କ୍ୱାଲିଫାୟର୍ସ: ଯୋଗେଶଙ୍କୁ ଦୁଇ ସ୍ବର୍ଣ୍ଣ ପଦକ

ଜାକର୍ତ୍ତା,୧୫ା୧: ଏସିଆ ଅଲିମ୍ପିକ କ୍ୱାଲିଫାୟର୍ସରେ ଭାରତୀୟ ଶୁଟରମାନଙ୍କ ଆଧିପତ୍ୟ ଜାରି ରହିଛି। ସୋମବାର ଯୋଗେଶ ସିଂ ଦୁଇ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ପୁରୁଷ ୨୫ ମିଟର ସେଣ୍ଟର ଫାୟାର ପିସ୍ତଲ ପ୍ରତିଯୋଗିତାର ଉଭୟ ସିଙ୍ଗଲ୍ସ ଓ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଯୋଗେଶ ୫୭୩ ଶୁଟ୍‌ କରି ବ୍ୟକ୍ତିଗତ ବିଭାଗରେ ସ୍ବର୍ଣ୍ଣ ଜିତିଥିଲେ। ଓମାନର ମୁଆଦ ଅଲ୍‌ ବାଲୁଶି ଓ ଇଣ୍ଡୋନେସିଆର ଅନଙ୍ଗ ୟୁଲିଆଣ୍ଟୋଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ଜିତିଛନ୍ତି। ଇଭେଣ୍ଟରେ ଭାଗନେଇଥିବା ଅନ୍ୟ ଦୁଇ ପ୍ରତିଯୋଗୀ ପଙ୍କଜ ଯାଦବଓ ଅକ୍ଷୟ ଜୈନ ଯଥାକ୍ରମେ ୪ର୍ଥ ଓ ୫ମ ହୋଇଥିଲେ। ଭାରତର ୩ଜଣ ମୋଟ ୧୭୦୪ ପଏଣ୍ଟ ଅର୍ଜନ କରି ଓମାନ ଓ ଇଣ୍ଡୋନେସିଆକୁ ପଛରେ ପକାଇ ଟିମ୍‌ ସ୍ବର୍ଣ୍ଣ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri