Posted inଜାତୀୟ

୩୭ ବର୍ଷ ପରେ ଭାଜପାକୁ ଦ୍ୱିତୀୟ ଥର ବିଜୟୀ କରି ଇତିହାସ ରଚିଲେ ଯୋଗୀ

ଲକ୍ଷ୍ନୌ,୧୧ ।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ନୂଆ ଇତିହାସ ଲେଖିଛନ୍ତି । ଦୀର୍ଘ ୩୭ ବର୍ଷ ପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଉତ୍ତର ପ୍ରଦେଶରେ ଲଗାତାର ଦ୍ୱିତୀୟ ଥର ଶାସନ କ୍ଷମତା ଦେଇ ଇତିହାସ ସୃଷ୍ଟି କରିଛନ୍ତି । ୩୭ ବର୍ଷ ପୂର୍ବେ କଂଗ୍ରେସ ବହୁମତ ସହ ଶାସନ କ୍ଷମତା ପାଇଥିଲା । ଏହାପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଧାରିତ ୫ ବର୍ଷ କାର୍ଯ୍ୟକାଳ ପୂରଣ କରି ପୁଣିଥରେ ଭାଜପାକୁ ଶାସନ କ୍ଷମତାକୁ ଫେରାଇ ଆଣି ଦଳକୁ ଏକ ଐତିହାସିକ ଉପହାର ଦେଇଛନ୍ତି । ରାଜନୀତି ସୂଚନା ଅନୁଯାୟୀ, ଉତ୍ତର ପ୍ରଦେଶରେ ଏହି ଅନୁଭୂତି ଡା. ସମ୍ପୁର୍ଣ୍ଣାନନ୍ଦ, ଚନ୍ଦ୍ରଭାନୁ ଗୁପ୍ତା, ହୈମବତୀ ନନ୍ଦନ ବହୁଗୁଣା, ନାରାୟଣ ଦତ୍ତ ତିୱାରୀ, ମୁଲାୟମ ସିଂ ଯାଦବ ଓ ମାୟାବତୀ ବି ହାସଲ କରି ନାହାନ୍ତି । ୟୁପିର ରାଜନୈତିକ ଇତିହାସକୁ ଦେଖିଲେ ରାଜ୍ୟରେ ୧୮୫୧-୫୨ ପରେ ଡା. ସମ୍ପୁର୍ଣ୍ଣାନନ୍ଦ, ଚନ୍ଦ୍ରଭାନୁ ଗୁପ୍ତା, ହୈମବତୀ ନନ୍ଦନ ବହୁଗୁଣା, ନାରାୟଣ ଦତ୍ତ ତିୱାରୀ, ମୁଲାୟମ ସିଂ ଯାଦବ ଓ ମାୟାବତୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ସତ ହେଲେ ଏମାନଙ୍କୁ ଏହି ସୁଯୋଗ ଅଲଗା ଅଲଗା ବିଧାନସଭା ନିର୍ବାଚନରେ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?