ଲକ୍ଷ୍ନୌ,୧୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତରେ ସଂଖ୍ୟାଗରିଷ୍ଠତାରେ ଭାଜପା ବିଜୟୀ ହେବା ପରେ ଏବେ ମନ୍ତ୍ରିମଣ୍ଡଳର ଶପଥ ଉତ୍ସବକୁ ନେଇ ଚର୍ଚ୍ଚା ଜୋର ଧରିଛି। ହୋଲି ପୂର୍ବରୁ କ୍ଷମତାକୁ ଫେରିଥିବା ନୂତନ ଭାଜପା ସରକାର ଶପଥ ଗ୍ରହଣ କରିପାରନ୍ତି। ଯୋଗୀ ଆଦିତ୍ୟନାଥ ଅନ୍ୟ କ୍ୟାବିନେଟ ସହକର୍ମୀଙ୍କ ସହ ହୋଲି ପର୍ବର ଠିକ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୧୫ରେ ଶପଥ ଗ୍ରହଣ କରିପାରନ୍ତି ବୋଲି କୁହାଯାଉଛି। ଏହି ଶପଥ ଗ୍ରହଣ ସମାରୋହ ବହୁ ଆଡ଼ମ୍ବରରେ ଆୟୋଜିତ ହେବାର ସମ୍ଭାବନା ରହିଛି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତାମାନେ ସାମିଲ ହେବେ। ତେବେ ଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଏହାର ଏକ ଅଂଶ ହୋଇପାରନ୍ତି ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?