Posted inଜାତୀୟ

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବାକୁ ଯାଉଛନ୍ତି ଯୋଗୀ

ଲକ୍ଷ୍ନୋ,୨୬।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳ ରବିବାର ସନ୍ଧ୍ୟାରେ ସମ୍ପ୍ରସାରଣ ହେବ। ଏନେଇ ରାଜ୍ୟପାଳ ଆନନ୍ଦିବେନ ପଟେଲ ଲକ୍ଷୋ୍ନରେ ପହଞ୍ଚି ସାରିଛନ୍ତି। ପ୍ରାୟ ୭ରୁ ୮ ଜଣ ମନ୍ତ୍ରୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳରେ ଅନ୍ତର୍ଭୁକ୍ତ ହୋଇପାରନ୍ତି ବୋଲି ଜଣାପଡଛି। ୨୦୨୨ ନିର୍ବାଚନକୁ ଦୃଷ୍ଟିରେ ରଖି ନୂତନ ମନ୍ତ୍ରୀଙ୍କୁ ଅନ୍ତର୍ଭୁକ୍ତ କରାଯାଉଛି। ଏନେଇ କୌଣସି ପୁରୁଣା ମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରାଯିବ ନାହିଁ। ଜାତି ଏବଂ ଆଞ୍ଚଳିକ ସମୀକରଣକୁ ସନ୍ତୁଳିତ କରିବା ପାଇଁ ରାଜ୍ୟ ଭାଜପା ସରକାର ମନ୍ତ୍ରିମଣ୍ଡଳରେ ନୂତନ ମନ୍ତ୍ରୀଙ୍କୁ ଅନ୍ତର୍ଭୁକ୍ତ କରୁଥିବା ଚର୍ଚ୍ଚା ହେଉଛି। ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଭାମେ ସଂଗୀତା ବିନ୍ଦ, ଜିତିନ ପ୍ରସାଦ, ଛତ୍ରପାଲ ଗଙ୍ଗୱାର, ପଲତୁରାମ, ଦୀନେଶ ଖତିକ ଏବଂ କ୍ରିଷ୍ଣା ପାଶୱାନ ଶପଥ ଗ୍ରହଣ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?